Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଜଙ୍ଗଲ ନିଆଁ ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁରରେ ଜଙ୍ଗଲ ନିଆଁ ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

March 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ବନଖଣ୍ଡ ବାଲୁଗାଁ ବନାଞ୍ଚଳ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଓ ଧୂଆଁନଳି ସେକ୍ସନ ଅଞ୍ଚଳରେ ବୁଧବାର ଦିନ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜଙ୍ଗଲ ନିଆଁ ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଧୂଁଆନଳି ସେକ୍ସନର କିଆଗୋରଡ଼ା ଗ୍ରାମ ଏବଂ ଗମ୍ଭାରୀମୁଣ୍ଡା ସେକ୍ସନର ଖିଲାମୁଣ୍ଡା ମନ୍ଦିର ପରିସରରେ ଉକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଉଭୟ କାର୍ଯ୍ୟକ୍ରମରେ ବାଲୁଗାଁ ବନାଞ୍ଚଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗ୍ରାମବାସୀ ଙ୍କୁ ଜଙ୍ଗଲ ନିଆଁ ନିବାରଣ ଉପରେ ବିସ୍ତୃତ ଭାବେ ବୁଝାଇଥିଲେ। ତତସହିତ ଯଦି କୌଣସି ଦୁର୍ବୁତ୍ତ ଜଙ୍ଗଲରେ ନିଆଁ ଲଗାଉଥୁବାର ଗ୍ରାମବାସୀ ମାନେ ଦେଖନ୍ତି ତେବେ ତୁରନ୍ତ ଜଙ୍ଗଲ କର୍ମଚାରୀଙ୍କୁ ଜଣାଇବା ପାଇଁ ଅନୁରୋଧ କରିଥିଲେ ଶ୍ରୀ ମହାନ୍ତି। ଉଭୟ କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ଅତିଥି ଭାବେ ବନପାଳ ଚିତ୍ରସେନ ଜେନା, ପ୍ରଦୀପ୍ତ ମହାନ୍ତି, ଦୁଃଶାସନ ନାୟକ, ଶିଳ୍ପୀସରିତା ମହାକୁଡ଼ ଯୋଗଦେଇଥିବା ବେଳେ କିଆଗୋରଡା, ପଙ୍କାଳ, ମହତପଲା ଏବଂ ଗୋପୀନାଥପୁର ଗ୍ରାମବାସୀ ମାନେ ଉକ୍ତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

ଗମ୍ଭାରୀମୁଣ୍ଡା ଜଙ୍ଗଲ ଓ ପରିବେଶ ବିଭାଗ ଜଙ୍ଗଲ ନିଆଁ ନିବାରଣ ବାଲୁଗାଁ ବନାଞ୍ଚଳ ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଶାମୁକ୍ତି ମହାଅଭିଯାନ

August 19, 2026
Latest News

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.