Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»StateBoard»ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତିର ଶିକ୍ଷା ପରିଷଦ ବୈଠକ
StateBoard

ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତିର ଶିକ୍ଷା ପରିଷଦ ବୈଠକ

April 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତିର ଶିକ୍ଷା ପରିଷଦ ବୈଠକ

ଭୁବନେଶ୍ବର : ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତି ଓଡ଼ିଶାର ୨୦୨୨/୨୩ ଶିକ୍ଷା ବର୍ଷ ନିମନ୍ତେ ଦୁଇ ଦିନିଆ ଶିକ୍ଷା ପରିଷଦ ବୈଠକ କେଶବଧାମ୍ କଟକଠାରେ ଅନୁଷ୍ଠିତ ହୋଇଯାଇଅଛି । ଶିକ୍ଷା ବିକାଶ ସମିତିର ସଭାପତି ଡଃ କିଶୋର ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାରା ପ୍ରାନ୍ତରୁ ୧୨୩ ଜଣ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଆଗାମୀ ଶିକ୍ଷା ବର୍ଷ ପାଇଁ ପାଠ୍ୟକ୍ରମ ଓ ବିଭିନ୍ନ କାର୍ଯ୍ୟକ୍ରମର ସିଦ୍ଧାନ୍ତ ଗ୍ରହଣ କରିଥିଲେ ।

ଶିକ୍ଷା ବିକାଶ ସମିତିର ସଂଗଠନମନ୍ତ୍ରୀ ରମାକାନ୍ତ ମହାନ୍ତ ଉଦଘାଟକ ଭାବରେ ଯୋଗ ଦେଇ ନୂତନ ଶିକ୍ଷାନୀତିକୁ ସଫଳତାରସହ କାର୍ଯ୍ୟକାରୀ କରିବାରେ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଭୂମିକା ଉପରେ ମାର୍ଗଦର୍ଶନ କରିଥିଲେ । ଶିକ୍ଷା ବିକାଶ ସମିତିର ପ୍ରାନ୍ତ ନିରୀକ୍ଷକ ତଥା ଶିକ୍ଷା ପରିଷଦର ପ୍ରାନ୍ତ ସଂଯୋଜକ ପ୍ରସନ୍ନ କୁମାର ବିଶ୍ବାଳଙ୍କ ସଂଯୋଜନାରେ ସହପ୍ରାନ୍ତ ସଂଯୋଜକ ଖଗେଶ୍ବର ଦାସ ଓ ସମସ୍ତ ପୂର୍ଣ୍ଣ କାଳୀନ କାର୍ଯ୍ଯକର୍ତ୍ତାଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା ।

ଓଡ଼ିଶାର ଦୁଇଜଣ ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋବିନ୍ଦ ଚନ୍ଦ୍ର ମହାନ୍ତ ବିଦ୍ୟାଭାରତୀର ଅଖିଳ ଭାରତୀୟ ସଂଗଠନ ମନ୍ତ୍ରୀ ଓ ଶିକ୍ଷାବିତ୍ ଡଃ ବସନ୍ତ କୁମାର ପଣ୍ଡା ଉପାଧ୍ୟକ୍ଷ ଭାବରେ ନୂତନ ଦାୟିତ୍ୱ ଗ୍ରହଣ କରିଥିବାରୁ ଶିକ୍ଷା ପରିଷଦ ତରଫରୁ ଅଭିନନ୍ଦନ ଓ ସ୍ବାଗତ ଜ୍ଞାପନ କରାଯାଇଥିଲା । ସଂଗଠନ ମନ୍ତ୍ରୀ ରମାକାନ୍ତ ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ କାର୍ଯ୍ୟକ୍ରମ ସମାପନ ହୋଇଥିଲା ।

ବିଦ୍ୟାଭାରତୀ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀ ଶ୍ରୀଦକ୍ଷେଶ୍ଵର ଭଗବତୀ ମନ୍ଦିରର ପୂଜକ ବିନାୟକ ମହାପାତ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

October 12, 2025

ରଣପୁର ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ୨୦୦୭ ବ୍ୟାଚ ବନ୍ଧୁ ମିଳନ ଅନୁଷ୍ଠିତ

October 12, 2025

ନରସିଂହପୁର କ୍ଲଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 11, 2025

ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ

October 9, 2025
Latest News

ବ୍ରହ୍ମପୁର ରେଳଷ୍ଟେସନ ପରାମର୍ଶ ଦାତା କମିଟି ଗଠନ

October 13, 2025

ଦେଶବ୍ୟାପୀ ‘ବିକଶିତ ଭାରତ ବିଲ୍ଡାଥନ୍ -୨୦୨୫’ ଉଦଘାଟିତ

October 13, 2025

କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ଆଲୋଚନାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

October 13, 2025

ପୁରୀ ଯିବା ରାସ୍ତାରେ ହଠାତ କାହିଁକି ଅଟକିଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 13, 2025

ଗଞ୍ଜେଇ ଜବତ କଲା ବ୍ରହ୍ମପୁର ଅବକାରୀ ବିଭାଗ: ମୋଟରସାଇକେଲ ସମେତ ଦୁଇ ଅଟକ

October 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.