Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେଜ୍ରିଓ୍ବାଲଙ୍କ ବିରୋଧରେ ନିର୍ବାଚନ ଆୟୋଗଙ୍କ ନିକଟରେ ଫେରାଦ ହେଲା ବିଜେପି
ଆଜିର ଖବର

କେଜ୍ରିଓ୍ବାଲଙ୍କ ବିରୋଧରେ ନିର୍ବାଚନ ଆୟୋଗଙ୍କ ନିକଟରେ ଫେରାଦ ହେଲା ବିଜେପି

April 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bjp goes to ec against kejriwal
bjp goes to ec against kejriwal

ଆମ ଆଦମୀ ପାର୍ଟିର ମୁଖ୍ୟ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରୀୱାଲଙ୍କ ବିରୁଦ୍ଧରେ ମତଦାତାଙ୍କୁ ଏଫଏମ ରେଡିଓରେ ବିଜ୍ଞାପନ ଜରିଆରେ ଭ୍ରମିତ ତଥା ନିଜ ଆଡକୁ ଆକର୍ଷିତ କରିବା ନେଇ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ ହୋଇଛି। ଅରବିନ୍ଦ କେଜ୍ରିଓ୍ବାଲ ବିଜେପି ପାର୍ଟି ଅଧ୍ୟକ୍ଷ ଅମିତ ଶାହାଙ୍କ ବୟାନକୁ ମଧ୍ୟ ଭୁଲ ଶୈଳୀରେ ଉପସ୍ଥାପନ କରିବା ନେଇ ମଧ୍ୟ ଅଭିଯୋଗ ଆଣିଛି ବିଜେପି। ଦିଲ୍ଲୀ ବିଜେପି ମୁଖପାତ୍ର ପ୍ରବୀଣ ଶଙ୍କର କପୁର ନିର୍ବାଚନ ଆୟୋଗଙ୍କ ନିକଟରେ ଏକ ଅଭିଯୋଗ ପତ୍ର ପଠାଇଛନ୍ତି। ଏଥିରେ ଆପ ଏଫଏମ ରେଡିଓରେ ବିଜ୍ଞାପନ ଦେଇଥିବା ଅଭିଯୋଗ ହୋଇଛି।  ଅଭିଯୋଗରେ ପ୍ରବୀଣ କହିଛନ୍ତି, ରେଡିଓ ବିଜ୍ଞାପନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଲୋକଙ୍କୁ କହିଛନ୍ତି, କେନ୍ଦ୍ର ସରକାର ଦିଲ୍ଲୀର ଲୋକଙ୍କ ଠାରୁ ହଜାର କୋଟି ଟଙ୍କା ରାଜସ୍ୱ ସଂଗ୍ରହ କରି କେବଳ ୩୨୫ କୋଟି ଟଙ୍କା ଦିଲ୍ଲୀକୁ ଦେଇଛନ୍ତି। ସେ ନିର୍ବାଚନ ଆୟୋଗଙ୍କୁ ଆପର ବିଜ୍ଞାପନ ବିଷୟ-ବସ୍ତୁର ସମୀକ୍ଷା କରିବାକୁ ଅନୁରୋଧ କରିଛନ୍ତି।

advertise BJP ec kejriwal thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026
Latest News

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.