Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତିଷ୍ଠିତ ସାହିତ୍ୟିକା ବୀଣାପାଣି ମହାନ୍ତି ଆଉ ନାହାଁନ୍ତି,ଓଡିଆ ସାହିତ୍ୟ ଜଗତରେ ଶୋକର ଛାୟା
ଆଜିର ଖବର

ପ୍ରତିଷ୍ଠିତ ସାହିତ୍ୟିକା ବୀଣାପାଣି ମହାନ୍ତି ଆଉ ନାହାଁନ୍ତି,ଓଡିଆ ସାହିତ୍ୟ ଜଗତରେ ଶୋକର ଛାୟା

April 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରତିଷ୍ଠିତ ସାହିତ୍ୟିକା ବୀଣାପାଣି ମହାନ୍ତି ଆଉ ନାହାଁନ୍ତି,ଓଡିଆ ସାହିତ୍ୟ ଜଗତରେ ଶୋକର ଛାୟା

କଟକ:  ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତି ୮୫ବର୍ଷ ପରଲୋକ ଗମନ କରିଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିବା ବିଶିଷ୍ଟ ସାହିତ୍ୟିକାଙ୍କ ହୃଦଘାତରେ ପରଲୋକ ଘଟିଛି। ଓଡିଆ ସାହିତ୍ୟ ଜଗତରେ ସେ ବେଶ୍ ପ୍ରତିଷ୍ଠିତ। ‘ପାଟଦେଇ’, ‘ଖେଳ ଘର’, ‘କସ୍ତୁରୀ ମୃଗ’ ପରି କାଳଜୟୀ ସୃଜନ ପାଇଁ ସେ ସାହିତ୍ୟ ଏକାଡେମୀ, ସାରଳା ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଯୁବ ଓଡିଆ ଲେଖିକାଙ୍କ ପାଇଁ ସେ ଏକ ପ୍ରେରଣାର ଉତ୍ସ ଥିଲେ।ବେଶ ପାଠକୀୟ ଆଦୃତି ଲାଭ କରିଛି।

୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ତାଙ୍କର ବିୟୋଗରେ ସାରା ଓଡିଆ ସାହିତ୍ୟ ଜଗତ ସ୍ତବ୍ଧ ହୋଇଯାଇଛି।

ବୀଣାପାଣି ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026
Latest News

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.