Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧୁବାବୁଙ୍କୁ ଭାରତରତ୍ନ ଦାବିରେ ସତ୍ୟଭାମାପୁର ଏନ୍ତୁଡ଼ିଶାଳରୁ ଦସ୍ତଖତ ସଂଗ୍ରହ ଅଭିଯାନ
ଆଜିର ଖବର

ମଧୁବାବୁଙ୍କୁ ଭାରତରତ୍ନ ଦାବିରେ ସତ୍ୟଭାମାପୁର ଏନ୍ତୁଡ଼ିଶାଳରୁ ଦସ୍ତଖତ ସଂଗ୍ରହ ଅଭିଯାନ

April 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ଆଇନ୍‌ଜୀବୀ, ବାରିଷ୍ଟର ତଥା ଓଡ଼ିଶାର ନିର୍ମାତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ମରଣୋତ୍ତର ଭାରତରତ୍ନ ଦାବିରେ ସତ୍ୟଭାମାପୁର ଏନ୍ତିଡ଼ିଶାଳରୁ ଦସ୍ତଖତ ସଂଗ୍ରହ କରାଯାଇଥିଲା। ପ୍ରଥମେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରାଯିବା ପରେ ଏହି ଅଭିଯାନ ଆରମ୍ଭ ହୋଇଥିଲା। ଅଲ ଲୟର୍ସ ଗ୍ରୁପ୍ ଓଡ଼ିଶା ପକ୍ଷରୁ ଏହି କାର୍ଯ୍ୟକ୍ରମରେ କଟକ ଜିଲ୍ଲାର ବହୁ ଆଇନଜୀବୀ, ଗଣମାଧ୍ୟମ ପ୍ରତିନିଧି ସାମିଲ ହୋଇଥିଲେ।

ଏଥିରେ ଦସ୍ତଖତ ସଂଗ୍ରହ ଅଭିଯାନର ଅବାହକ ଲିଙ୍ଗରାଜ ସାହୁ, ହାଇକୋର୍ଟର ଆଇନଜୀବୀ ସରୋଜ ସାହୁ, ବାଳକୃଷ୍ଣ ରାଉତ, ଭାରତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

ପ୍ରକାଶଥାଉକି, ମଧୁବାବୁଙ୍କୁ ଭାରତରତ୍ନ ଦାବିରେ ୯ଟି ରାଜ୍ୟରୁ ଦସ୍ତଖତ ସଂଗ୍ରହ କରାଯାଇଛି। ପଶ୍ଚିମବଙ୍ଗ, ଆଣ୍ଡାମାନ, ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ, ପଞ୍ଜାବ, ହରିୟାନା ଆଦି ରାଜ୍ୟରୁ ଦସ୍ତଖତ ଅଭିଯାନ କରାଯାଇଛି। ରାଜ୍ୟର ସମସ୍ତ ଆଇନଜୀବୀ ଏହି ଅଭିଯାନକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି।

ସେହିପରି ସରକାର ଏହି ସତ୍ୟଭାମାପୁର ପୀଠକୁ ଜାତୀୟ ସ୍ମାରକୀ କରି ଏହାର ଅଧିକ ବିକାଶ କରିବା, କୋର୍ଟ ନିକଟ ରାସ୍ତାଗୁଡ଼ିକ ମଧୁବାବୁଙ୍କ ନାମରେ କରିବାକୁ ଦାବି କରାଯାଇଛି।

ଉତ୍କଳ ଗୌରବ ଓଡିଶା ମଧୁସୂଦନ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026

ପ୍ରଖ୍ୟାତ ସୀତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କ ଦଶାହ କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ

February 10, 2026

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026
Latest News

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026

ପ୍ରଖ୍ୟାତ ସୀତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କ ଦଶାହ କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ

February 10, 2026

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.