Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପରାହ୍ନ ୫ଟା ସୁଦ୍ଧା ରାଜ୍ୟରେ ୬୬ ପ୍ରତିଶତ ମତଦାନ, ଅନ୍ତିମ ପର୍ଯ୍ୟାୟରେ ସର୍ବାଧିକ ଭୋଟିଂ ହେବା ସମ୍ଭାବନା
ଆଜିର ଖବର

ଅପରାହ୍ନ ୫ଟା ସୁଦ୍ଧା ରାଜ୍ୟରେ ୬୬ ପ୍ରତିଶତ ମତଦାନ, ଅନ୍ତିମ ପର୍ଯ୍ୟାୟରେ ସର୍ବାଧିକ ଭୋଟିଂ ହେବା ସମ୍ଭାବନା

April 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
66 % voting till 5PM, declared by ceo
66 % voting till 5PM, declared by ceo

ରାଜ୍ୟ ନିର୍ବାଚନ ଅଧିକାରଙ୍କ ସୂଚନା ଅନୁସାରେ ରାଜ୍ୟରେ ଅପରାହ୍ନ ୫ ଟା ସୁଦ୍ଧା ୬୬ ପ୍ରତିଶତ ମତଦାନ ହୋଇଛି। ଏ ପର୍ଯ୍ୟନ୍ତ କୌଣସି ବୁଥରେ ବଡ କିଛି ଘଟଣା ଘଟିଥିବାର ସୂଚନା ନାହିଁ। ଆଜି ରାଜ୍ୟର ୬ଟି ଲୋକସଭା ଆସନ ଏବଂ ୪୧ ଟି ବିଧାନସଭା ଆସନରେ ମତଦାନ ହେଉଛି। ଏହି ସମୟ ମଧ୍ୟରେ ବିଭିନ୍ନ ଲୋକସଭା ଆସନରେ ହୋଇଥିବା ମତଦାନ ପ୍ରତିଶତ ହେଲା-

୧-ମୟୁରଭଂଜ- ୬୬ ପ୍ରତିଶତ

୨-ବାଲେଶ୍ବର- ୬୪ ପ୍ରତିଶତ

୩-ଭଦ୍ରଖ- ୬୮ ପ୍ରତିଶତ

୪-ଯାଜପୁର- ୬୫ ପ୍ରତିଶତ

୫-କେନ୍ଦ୍ରାପଡା- ୬୫ ପ୍ରତିଶତ

୬-ଜଗତସିଂହପୁର- ୬୪ ପ୍ରତିଶତ

lastphase Odisha percentage polling thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026
Latest News

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.