Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲାର ଏସପି ଭାବେ ଯୋଗ ଦେଲେ ସିଦ୍ଧାର୍ଥ କଟରିଆ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାର ଏସପି ଭାବେ ଯୋଗ ଦେଲେ ସିଦ୍ଧାର୍ଥ କଟରିଆ

May 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ଜିଲ୍ଲାର ଏସପି ଭାବେ ଯୋଗ ଦେଲେ ସିଦ୍ଧାର୍ଥ କଟରିଆ

ଖୋର୍ଦ୍ଧା: ସୋମବାର ଦିନ କାର୍ଯ୍ୟରେ ଯୋଗ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାର ନୂତନ ଏସପି ଆଇପିଏସ ସିଦ୍ଧାର୍ଥ କଟରିଆ । ଶ୍ରୀ କଟରିଆ ଆଜି ଅପରାହ୍ନରେ କାର୍ଯ୍ୟାଳୟକୁ ଆସିବା ପରେ ସମସ୍ତ ପୋଲିସ ଅଧିକାରୀମାନେ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ । କଟରିଆଙ୍କ ନିଜ ଘର ଉତ୍ତରପ୍ରଦେଶ ହୋଇଥିବାବେଳେ, ସେ ୨୦୧୭ ମସିହା ଓଡ଼ିଶା କ୍ୟାଡର ଆଇପିଏସ ଅଫିସର ।

ପୂର୍ବରୁ ସେ ତାଳଚେର ଏସଡିପିଓ ଏବଂ ପରେ ନୟାଗଡ଼ ଏସ‌ପି ଭାବେ ଦାୟିତ୍ବ ତୁଲାଇଥିଲେ । ତେବେ ଖୋର୍ଦ୍ଧା ଜିଲ୍ଲା ବିଶେଷକରି ଚିଲିକା ପାଇଁ କଣ ପ୍ରାଥମିକତା ରହିବ ବୋଲି ଆମ ପ୍ରତିନିଧି ପଚାରିବାରୁ ଜିଲ୍ଲାରେ ଜନସାଧାରଣ ଙ୍କ ଅଭିଯୋଗ କୁ ପ୍ରାଥମିକତା ଦିଆଯିବ ବୋଲି କହିଛନ୍ତି ଏସପି ଶ୍ରୀ କଟରିଆ । ତତସହିତ ଜିଲ୍ଲାରେ ବଢୁଥିବା ଅପରାଧିକ ମାମଲା ଯେପରି ଗୋରୁ ଚାଲାଣ, ଖଣି ମାଫିଆ ଏବଂ ବ୍ରାଉନସୁଗାର ବେପାର ଆଦିକୁ ରୋକ ଲଗାଇବା ଦିଗରେ କାର୍ଯ୍ୟ କରିବେ ବୋଲି ଶ୍ରୀ କଟରିଆ କହିଛନ୍ତି।

ମହିଳା ଏବଂ ବରିଷ୍ଠ ନାଗରିକଙ୍କୁ ଅଭିଯୋଗ କୁ ପ୍ରାଧାନ୍ୟ ଦିଆଯିବା ସହ ଖୁବ ଶୀଘ୍ର ଜିଲ୍ଲାର ସମସ୍ତ ଥାନାରେ ଏସପିଙ୍କ ସିୟୁଜି ନମ୍ବର ଜନସାଧାରଣ ଙ୍କ ଉଦ୍ଦେଶ୍ୟରେ ସାର୍ବଜନୀନ କରାଯିବ ବୋଲି କହିଛନ୍ତି ଶ୍ରୀ କଟରିଆ l

ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟରିଆ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026
Latest News

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.