Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରେ ଲଗାନ୍ତୁ ଏହିସବୁ ଗଛ, ସର୍ବଦା ରହିବ ମାତା ଲକ୍ଷ୍ମୀଙ୍କ କୃପା
ଆଜିର ଖବର

ଘରେ ଲଗାନ୍ତୁ ଏହିସବୁ ଗଛ, ସର୍ବଦା ରହିବ ମାତା ଲକ୍ଷ୍ମୀଙ୍କ କୃପା

May 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୀବନଶୈଳୀ: ବଗିଚା କାହାକୁ ବା ଭଲ ନ ଲାଗେ। ଯଦିଓ ଆମ ସହରୀ ଜୀବନରେ ଜାଗାର ଅଭାବ ହେତୁ ଆମେ ବଗିଚା କରିପାରୁନାହିଁ, କିନ୍ତୁ କିଚେନ୍‌ ଗାର୍ଡେନ୍‌ କରୁଛୁ। ବାଲ୍‌କୋନୀ ହେଉ ଅଥବା ଟେରେସ୍‌ ସବୁଠି କୁଣ୍ଡ କିମ୍ବା ଅନ୍ୟ ଉପାୟରେ ଗଛ ଲଗାଉଛୁ। ଆଜିକାଲି ଘର ଭିତରେ ଗଛ ଲଗାଇ ତାକୁ ଏକ ସୁନ୍ଦର ସାଜସଜ୍ଜା ଦିଆଯାଇପାରୁଛି। ତେବେ ଆସନ୍ତୁ ଜାଣିବା କେଉଁ କେଉଁ ଗଛ ଲଗାଇବା ଦ୍ବାରା ଘରେ ସୁଖ ସମୃଦ୍ଧି ରହିଥାଏ। ମାତାଲକ୍ଷ୍ମୀଙ୍କର ଆଶୀର୍ବାଦ ରହିଥାଏ।

ଯଦି ଆପଣ ଘରେ ବଗିଚା ପାଇଁ ପ୍ରସ୍ତୁତ କରୁଛନ୍ତି ତେବେ ଆପଣ ପ୍ରଥମେ କଦଳୀଗଛ ହିଁ ଲଗାନ୍ତୁ। କଦଳୀ ଗଛ ବହୁତ ଉପକାରୀ। ଏହାର  ଯେତିକି ଉପକାରୀ ଏହି ଗଛ ଲଗାଇବା ଦ୍ବାରା ଘରେ ସୁଖ ଶାନ୍ତି ରହିଥାଏ।

ତୁଳସୀ ଗଛ ପବିତ୍ର ଓ ପୂଜନୀୟ। ସମସ୍ତେ ଘରେ ଘରେ ତୁଳସୀ ଗଛ ଲଗାଇଥାନ୍ତି। ତୁଳସୀ ପୂଜନ ତ ସମେସ୍ତ କରିଥା’ନ୍ତି। ସେହିପରି ତୁଳସୀର ଉପକାରୀ ଗୁଣ ଅନନ୍ୟ। ତୁଳସୀ ଗଛ ଘରେ ଲଗାଇବା ଦ୍ବାରା ଲକ୍ଷ୍ମୀଙ୍କର ଆଶୀର୍ବାଦ ପ୍ରାପ୍ତ ହୋଇଥାଏ। ସେହିପରି ରବିବାର ଦିନ ତୁଳସୀ ପତ୍ର ତୋଳନ୍ତୁ ନାହିଁ। ଏହା ଅଶୁଭ ହୋଇଥାଏ।

ସେହିପରି ମନି ପ୍ଲାଣ୍ଟ ମଧ୍ୟ ଅତ୍ୟନ୍ତ ଶୁଭ। ଏହି ଗଛ ଲଗାଇବା ଦ୍ବାରା ଘରେ ଲକ୍ଷ୍ମୀଙ୍କର ବାସ ହୋଇଥାଏ। ହଦଳୀ ଗଛ ମଧ୍ୟ ବେଶ୍‌ ଶୁଭଦାୟକ।

ଯଦି ଆପଣ କିଚେନ୍‌ ଗାର୍ଡେନ୍‌ କରିବାକୁ ଚାହୁଁଛନ୍ତି ତେବେ ଆପଣ ଧନିଆ, ପାଳଙ୍ଗ ପରି ଗଛଗୁଡିକୁ ଲଗାନ୍ତୁ। ଏହା ରୋଷେଇରେ ସାହାଯ୍ୟ କରିବା ସହିତ ଏହି ଗଛଗୁଡିକ ବାସ୍ତୁ ଦୃଷ୍ଟିରୁ ବହୁତ ଶୁଭ ହୋଇଥାଏ।

ତେବେ ଘରେ କୌଣସି ପ୍ରକାରର କଣ୍ଟାଜାତୀୟ ଗଛ ଲଗାନ୍ତୁ ନାହିଁ। ସେହିପରି ଯେଉଁ ଗଛର ଛାଲକୁ କାଟିଲେ ଧଳା ଧଳା ପଦାର୍ଥ ବାହାରିଥାଏ, ସେପରି ଗଛ ଲଗାନ୍ତୁ ନାହିଁ। ଏପରି ଗଛ ଲଗାଇଲେ ଘରେ ନକାରାତ୍ମକ ଶକ୍ତିସୃଷ୍ଟି ହୋଇଥାଏ।

ଜୀବନଶୈଳୀ ମାତା ଲକ୍ଷ୍ମୀ
Share. Facebook Twitter LinkedIn Email WhatsApp Copy Link

Related Posts

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Latest News

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.