Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଜ୍ୟପାଳଙ୍କ ଦ୍ୱାରା ‘ଗାନ୍ଧୀ ଆସିଥିଲେ ଉତ୍କଳ ବୁଲି’ ପୁସ୍ତକ ଲୋକାର୍ପିତ
ଆଞ୍ଚଳିକ

ରାଜ୍ୟପାଳଙ୍କ ଦ୍ୱାରା ‘ଗାନ୍ଧୀ ଆସିଥିଲେ ଉତ୍କଳ ବୁଲି’ ପୁସ୍ତକ ଲୋକାର୍ପିତ

May 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟପାଳଙ୍କ ଦ୍ୱାରା ‘ଗାନ୍ଧୀ ଆସିଥିଲେ ଉତ୍କଳ ବୁଲି’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ରାଜଭବନରେ ବରିଷ୍ଠ ଲେଖକ ତଥା ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ରନାଥ ପ୍ରଧାନଙ୍କ ତିନୋଟି ପୁସ୍ତକ  ‘ଗାନ୍ଧୀ ଆସିଥିଲେ ଉତ୍କଳ ବୁଲି’ , ‘କର୍ମଯୋଗୀର କରୁଣ କାହାଣୀ’  ଓ ‘ପିଲାଙ୍କ ହିତ କଥାମାଳା-୨’ ଲୋକାର୍ପିତ ହୋଇଯାଇଛି ।

ଉତ୍ସବରେ ରମାଶଙ୍କର ପଟ୍ଟନାୟକ , ସୁବ୍ରତ ଚୌଧୁରୀ, ଚିନ୍ତାମଣି ମିଶ୍ର, ସଞୟ ପାତ୍ର ଓ ରାଜ୍ୟପାଳଙ୍କ ଲୋକସମ୍ପର୍କ ଅଧିକାରୀ ବିଶିଷ୍ଟକବି ରକ୍ଷକ ନାୟକ ଉପସ୍ଥିତ ଥିଲେ । ପ୍ରକଶଥାଉକି ଲେଖକଙ୍କ ଏଯାବତ୍‍ ଶତାଧିକ ପୁସ୍ତକ ପ୍ରକାଶିତ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026

ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

March 26, 2026

ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ରୂକୁଣା ରଥଯାତ୍ରା: ଜାଣନ୍ତୁ ଏହାର ପ୍ରଥା ଓ ପରମ୍ପରା

March 26, 2026

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.