Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସଂକ୍ରାନ୍ତରେ ଆଜି ବିଜେଡି ତରଫରୁ ଦିଆଗଲା ଏପରି ପ୍ରତିକ୍ରିୟା
ବିଶେଷ ଖବର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସଂକ୍ରାନ୍ତରେ ଆଜି ବିଜେଡି ତରଫରୁ ଦିଆଗଲା ଏପରି ପ୍ରତିକ୍ରିୟା

May 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସଂକ୍ରାନ୍ତରେ ଆଜି ବିଜେଡି ତରଫରୁ ଦିଆଗଲା ଏପରି ପ୍ରତିକ୍ରିୟା

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି। ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା। ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍‍ ମହାନ୍ତି।

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ଏହାପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା ଯାହାକୁ ସରକାର ଅନୁମୋଦନ କରିପାରିଥାନ୍ତେ। କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା । ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା।

ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣ (ଏନ୍‌ଏମ୍‌ଏ)କୁ ପଠାଯାଇଥିଲା ଯିଏ କି ପ୍ରସ୍ତାବକୁ ଅନୁମୋଦନ କରିଥିଲେ। ଏନ୍‌ଏମ୍‌ଏର ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏହା ପରେ କାମ ଆରମ୍ଭ ହେଲା।

ଏଏସ୍‍ଆଇ କିଛି ପରାମର୍ଶ ଦେଇଥିଲା ଯାହା ବିଧିବଦ୍ଧ ଭାବରେ ସାମିଲ କରାଯାଇଥିଲା ଏବଂ ସେହି ଅନୁଯାୟୀ ସଂଶୋଧନ କରାଯାଇଥିଲା। ସାଧାରଣ ଲୋକ ଏବଂ ବିଭିନ୍ନ ସଂଗଠନ ସହିତ ପରାମର୍ଶ କରିବା ପରେ, ଓଡ଼ିଶା ବିଧାନସଭା ଦ୍ୱାରା ଏହି ଯୋଜନାକୁ ସର୍ବସମ୍ମତି କ୍ରମେ ପାସ୍ କରିବା ଏବଂ ପରବର୍ତ୍ତୀ ସମୟରେ ଏନ୍‍ଏମ୍‌ଏ ଦ୍ୱାରା ଏହି ଯୋଜନା ଅନୁମୋଦନ ହେବାପରେ କାର୍ଯ୍ୟକାରୀ ହେଉଛି। ଆଗକୁ ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ଆଶା କରାଯାଉଛି ଯେ ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ୍‍।

ବିଜେଡି ଲେନିନ୍ ମହାନ୍ତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ

June 13, 2026

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026
Latest News

ପ୍ରବଳ ବର୍ଷା ଯୋଗୁଁ ଭାରତ ଏବଂ ଆଫଗାନିସ୍ତାନ ମ୍ୟାଚର ଟସ୍ ରେ ବିଳମ୍ବ: ଜାଣନ୍ତୁ କଟ-ଅଫ୍ ସମୟ

June 13, 2026

ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ

June 13, 2026

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.