Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ରାଷ୍ଟ୍ରପତି ନିର୍ବାଚନ ଉପରେ ପଚରାଯିବାରୁ କଣ କହିଲେ ନବୀନ ?
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ରାଷ୍ଟ୍ରପତି ନିର୍ବାଚନ ଉପରେ ପଚରାଯିବାରୁ କଣ କହିଲେ ନବୀନ ?

May 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ରାଷ୍ଟ୍ରପତି ନିର୍ବାଚନ ଉପରେ ପଚରାଯିବାରୁ କଣ କହିଲେ ନବୀନ ?

ନୂଆଦିଲ୍ଲୀ: ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ନବୀନ ପ୍ରାୟ 30 ମିନଟ ଧରି ଆଲୋଚନା କରିଛନ୍ତି। ଭେଟିବା ପରେ ସେ ବାହାରକୁ ଆସି ସାମ୍ବାଦିକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସହ ହୋଇଥିବା ଆଲୋଚନା ସଂପର୍କରେ କହିଛନ୍ତି।

ନବୀନ କହିଛନ୍ତି ଯେ, ସେ ପ୍ରଧାନମନ୍ତ୍ରୀଙ୍କ ସହିତ ଓଡିଶାର ବିକାଶ ସଂପର୍କରେ ଆଲୋଚନା କରିଛନ୍ତି। ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ବାକି ଥିବା ଟଙ୍କା ସଂପର୍କରେ ମଧ୍ୟ ସେ ଆଲଚୋନା କରିଛନ୍ତି। ମୁଖ୍ୟତଃ କରୋନା ପରେ କ୍ଷତିଗସ୍ତ ହୋଇଥିବା ଓଡିଶା ପାଇଁ ଅଧିକ ସହାୟତାର ଆବଶ୍ୟକ ରହିଛି ବୋଲି ଦାବୀ କରାଯାଇଛି ବୋଲି ନବୀନ କହିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନ ବା ପ୍ରାର୍ଥୀ ସଂପର୍କରେ କୌଣସି ଆଲୋଚନା ହୋଇ ନାହିଁ ବୋଲି ନବୀନ କହିଛନ୍ତି।

ନବୀନ ପଟ୍ଟନାୟକ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ସାକ୍ଷାତ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ମମତାଙ୍କୁ ସୟାନୀ ଘୋଷ କହୁଥିଲେ ପ୍ରାଧାନମନ୍ତ୍ରୀ ପ୍ରାର୍ଥୀ, ଏବେ ନେଲେ ୟୁ-ଟର୍ଣ୍ଣ

June 10, 2026

୭୮ ଦିନ ପାଇଁ ଅପରିବର୍ତ୍ତିତ ରହିବ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଜାଣନ୍ତୁ ସରକାରଙ୍କ ଯୋଜନା

June 10, 2026

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026
Latest News

କେବେ ମମତାଙ୍କୁ ସୟାନୀ ଘୋଷ କହୁଥିଲେ ପ୍ରାଧାନମନ୍ତ୍ରୀ ପ୍ରାର୍ଥୀ, ଏବେ ନେଲେ ୟୁ-ଟର୍ଣ୍ଣ

June 10, 2026

୭୮ ଦିନ ପାଇଁ ଅପରିବର୍ତ୍ତିତ ରହିବ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଜାଣନ୍ତୁ ସରକାରଙ୍କ ଯୋଜନା

June 10, 2026

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.