Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଣ୍ଡିଆସ ମୋଷ୍ଟ ଓ୍ବାଣ୍ଟେଡ୍‌ର ଟ୍ରେଲର ରିଲିଜ୍‌
ଆଜିର ଖବର

ଇଣ୍ଡିଆସ ମୋଷ୍ଟ ଓ୍ବାଣ୍ଟେଡ୍‌ର ଟ୍ରେଲର ରିଲିଜ୍‌

May 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅର୍ଜୁନ୍‌ କପୁର୍‌ ଅଭିନୀତ ଫିଲ୍ମ ଇଣ୍ଡିଆସ ମୋଷ୍ଟ ଓ୍ବାଣ୍ଟେଡ୍‌ର ଟ୍ରେଲର ରିଲିଜ୍‌ ହୋଇଛି । ଅର୍ଜୁନ୍‌ କପୁର୍‌ ଟ୍ବିଟ୍ଟର ଜରିଆରେ ଫିଲ୍ମର ଟ୍ରେଲରଟିକୁ ସେୟାର କରିଥିଲେ । ଫିଲ୍ମଟିରେ ଅର୍ଜୁନ ଜଣେ ଗୁଇନ୍ଦା ଅଧିକାରୀ ଭାବରେ କାର୍ଯ୍ୟ କରୁଛନ୍ତି ଯିଏକି ଅନ୍ୟ ୪ ସହଯୋଗୀଙ୍କ ସହ ମିଶି ଜଣେ ଆତଙ୍କବାଦୀକୁ ଧରିବାକୁ ନେପାଳ ଯାଉଛି । ଟିଜର୍‌ ରିଲିଜ୍‌ ପରେ ସମସ୍ତେ ଅର୍ଜୁନଙ୍କ ଅଭିନୟକୁ ପ୍ରଶଂସା କରିଥିବା ବେଳେ ଟ୍ରେଲର ମଧ୍ୟ ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ ହୋଇଛି । ରିଲିଜ୍‌ ହେବାର ତିନି ଘଣ୍ଟା ମଧ୍ୟରେ ଟ୍ରେଲରଟିକୁ 12 ଲକ୍ଷ ଲୋକ ସାରିଲେଣି । ରାଜକୁମାର ଗୁପ୍ତାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ଆସନ୍ତା ମେ ୨୪ରେ ରିଲିଜ ହେବାକୁ ଯାଉଛି । ଫିଲ୍ମଟି କିଛି ସତ୍ୟ ଘଟଣାରୁ ପ୍ରେରିତ ବୋଲି ନିର୍ଦ୍ଦେଶକ ରାଜକୁମାର ଗୁପ୍ତା କହିଛନ୍ତି । ଅର୍ଜୁନଙ୍କ ବ୍ୟତିତ ରାଜେଶ ଶର୍ମା, ଶାନ୍ତିଲାଲ ମୁଖାର୍ଜୀ ଏବଂ ପ୍ରଶାନ୍ତ ମୁଖ୍ୟ ଭୂମିକାରେ ନଜର ଆସିବାକୁ ଯାଉଛନ୍ତି । ଅମିତ ତ୍ରିବେଦୀ ଫିଲ୍ମର ମ୍ୟୁଜିକ୍‌ ଦେଇଛନ୍ତି ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025

ଭୁବନେଶ୍ୱରଠାରେ କୃଷି କ୍ଷେତ୍ରର ବିଭିନ୍ନ ପକ୍ଷଙ୍କୁ ନେଇ ୩ ଦିନିଆ ପରାମର୍ଶ କର୍ମଶାଳା ଆରମ୍ଭ

November 4, 2025

ବିଳାସପୁରରେ ବଡ ଟ୍ରେନ୍ ଦୁର୍ଘଟଣା, ଚାରି ମୃତ

November 4, 2025

ବିହାରର ଐତିହାସିକ ସ୍ଥଳୀ ପରିଦର୍ଶନ କଲେ ୨୪ ବିଦେଶୀ ପର୍ଯ୍ୟଟକ

November 4, 2025
BJP Ads
Latest News

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025

ଭୁବନେଶ୍ୱରଠାରେ କୃଷି କ୍ଷେତ୍ରର ବିଭିନ୍ନ ପକ୍ଷଙ୍କୁ ନେଇ ୩ ଦିନିଆ ପରାମର୍ଶ କର୍ମଶାଳା ଆରମ୍ଭ

November 4, 2025

ବିଳାସପୁରରେ ବଡ ଟ୍ରେନ୍ ଦୁର୍ଘଟଣା, ଚାରି ମୃତ

November 4, 2025

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025

ବାଣପୁର: ସମାଜସେବୀ ଡ଼ା ରାଧାଚରଣ ପଣ୍ଡାଙ୍କ ୫୧ତମ ଶ୍ରାଦ୍ଧୋତ୍ସବ

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.