Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଇମୋହନଙ୍କ ଆଖିକୁ ଦାନ କଲେ ପରିବାର ସଦସ୍ୟ, ଏବେ ଆଖି ରହିବ ସାକ୍ଷୀ
ଆଜିର ଖବର

ରାଇମୋହନଙ୍କ ଆଖିକୁ ଦାନ କଲେ ପରିବାର ସଦସ୍ୟ, ଏବେ ଆଖି ରହିବ ସାକ୍ଷୀ

June 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଇମୋହନଙ୍କ ଆଖିକୁ ଦାନ କଲେ ପରିବାର ସଦସ୍ୟ, ଏବେ ଆଖି ରହିବ ସାକ୍ଷୀ

ଭୁବନେଶ୍ବର: ଓଡିଶାର ପ୍ରଖ୍ୟାତ ଅଭିନେତା ରାଇମୋହନ ପରିଡା ମୃତ୍ୟୁ ପରେ ମଧ୍ୟ ଚର୍ଚ୍ଚାରେ ଅଛନ୍ତି। ତାହା ହେଲା ତାଙ୍କର ଦୁଇ ଆଖିକୁ ଆଜି ପରିବାର ସଦସ୍ୟ ଦାନ କରିଛନ୍ତି। ଫଳରେ କୌଣସି ଅନ୍ଧ ବ୍ୟକ୍ତି ତାଙ୍କ ଆଖିରେ ଦୁନିଆ ଦେଖିବାକୁ ସକ୍ଷମ ହେବ। ଆଜି ତାଙ୍କର ବିୟୋଗ ଘଟିବା ପରେ ଦୁଇ ଆଖିକୁ ଦାନ କରିବା ପାଇଁ ପରିବାର ସଦସ୍ୟ ରାଜିଥିଲେ। ଫଳରେ ଡାକ୍ତରଙ୍କ ସହାୟତାରେ ତାହା ଅପରେସନ କରି ନିଆଯାଇଛି।

ଆଜି ରାଇମୋହନ ପରିଡା ନିଜ ଘରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି। ଯାହାକୁ ନେଇ ସାରା ଓଡିଆ ସିନେ ଜଗତ, ଯାତ୍ରା ଜଗତ ସ୍ତବ୍ଧ ହୋଇଯାଇଛି। କଣ ପାଇଁ ସେ ଆତ୍ମହତ୍ୟା କଲେ ତାହାର କାରଣ ଏ ପର୍ଯ୍ୟନ୍ତ ଜଣାପଡି ନାହିଁ। ତେବେ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ କରିଛି। ଏହା ଉପରେ ଅଧିକ ଅନୁସନ୍ଧାନ ଚାଲିଛି ବୋଲି ପୋଲିସ ସୁତ୍ରରୁ ଜଣାପଡିଛି।

ରାଇମୋହନ ପରିଡା
Share. Facebook Twitter LinkedIn Email WhatsApp Copy Link

Related Posts

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026
Latest News

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.