Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିର୍ବାଚନ ପାଇଁ ପ୍ରସ୍ତୁତ ରୁହ, ୬ ମାସ ମଧ୍ୟରେ ଭାଙ୍ଗିବ ସିନ୍ଦେ ସରକାର: ଫ୍ଲୋର ଟେଷ୍ଟ ପୂର୍ବରୁ ଶରଦ ପାୱାରଙ୍କ ବୟାନ
ବିଶେଷ ଖବର

ନିର୍ବାଚନ ପାଇଁ ପ୍ରସ୍ତୁତ ରୁହ, ୬ ମାସ ମଧ୍ୟରେ ଭାଙ୍ଗିବ ସିନ୍ଦେ ସରକାର: ଫ୍ଲୋର ଟେଷ୍ଟ ପୂର୍ବରୁ ଶରଦ ପାୱାରଙ୍କ ବୟାନ

July 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶରଦ ପାୱାର
ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ, ପୁଣେ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ମହାରାଷ୍ଟ୍ରରେ ଏକନାଥ ସିନ୍ଦେ ନୂତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାବେଳେ ବିଜେପି ମଧ୍ୟ କ୍ଷମତାକୁ ଫେରିଛି। ଆଜି ବିଧାନସଭାରେ ଏକନାଥ ସିନ୍ଦେ ସରକାର ଫ୍ଲୋର ଟେଷ୍ଟର ସମ୍ମୁଖୀନ ହେବେ। ଏଭଳି ପରିସ୍ଥିତିରେ ଏନସିପି ମୁଖ୍ୟ ଶରଦ ପାୱାର ଦାବି କରିଛନ୍ତି ଯେ, ସିନ୍ଦେ ସରକାର ମାତ୍ର ୬ ମାସ ଚାଲିବ। ତାଙ୍କ ବିଧାୟକମାନଙ୍କୁ ମାର୍ଗଦର୍ଶନ କରିବାବେଳେ ସେ କହିଛନ୍ତି ଯେ, ଏହି ସରକାର ପାଞ୍ଚରୁ ଛଅ ମାସ ପର୍ଯ୍ୟନ୍ତ ଚାଲିବ, ତେଣୁ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପାଇଁ ପ୍ରସ୍ତୁତ ରୁହନ୍ତୁ।

ମହାରାଷ୍ଟ୍ରରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନର ସମସ୍ତ ସମ୍ଭାବନା ଅଛି ବୋଲି ଶରଦ ପାୱାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଶିବସେନାଙ୍କ ବିଦ୍ରୋହୀ ନେତା ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ସରକାର ପାଞ୍ଚରୁ ୬ ମାସ ଚାଲିପାରେ। କୁହାଯାଉଛି ଯେ, ଏନସିପି ବିଧାୟକ ତଥା ଦଳର ନେତାମାନଙ୍କୁ ସମ୍ବୋଧିତ କରିବାବେଳେ ଶରଦ ପାୱାର ଏସବୁ କହିଛନ୍ତି।

ଏକନାଥ ସିନ୍ଦେ ଏନସିପି ଫ୍ଲୋର ଟେଷ୍ଟ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ମହାରାଷ୍ଟ୍ର ଶରଦ ପାୱାର
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସକୁ ବଡ଼ ଝଟକା: ମଧ୍ୟପ୍ରଦେଶରୁ ରାଜ୍ୟସଭା ପ୍ରାର୍ଥୀ ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନ ବାତିଲ

June 9, 2026

ଭୁବନେଶ୍ବରରେ କେନ୍ଦ୍ର ଆଇନ ମନ୍ତ୍ରୀ; ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ରଖିଲେ ହିସାବ

June 9, 2026

୧୨ଟି ପରମାଣୁ ଅସ୍ତ୍ର ନିୟୋଜନ କରିଛି ଭାରତ!: ଶତ୍ରୁ ଦେଶକୁ ଲାଗିବ ୪୪୦ ଭୋଲ୍ଟର ଝଟକା

June 9, 2026

ରାଜ୍ୟସଭାର ସଂଖ୍ୟା ଖେଳକୁ ବଦଳାଇ ଦେବ କ୍ରସ୍ ଭୋଟିଂ?: ଜାଣନ୍ତୁ ସମୀକରଣ

June 9, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.