Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶକୁନ୍ତଳା ଦେବୀଙ୍କ ଚରିତ୍ରରେ ବିଦ୍ୟା
ଆଜିର ଖବର

ଶକୁନ୍ତଳା ଦେବୀଙ୍କ ଚରିତ୍ରରେ ବିଦ୍ୟା

May 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Vidya Balan to play the lead in a film on Shakuntala Devi’s life!
Vidya Balan to play the lead in a film on Shakuntala Devi’s life!

ଅଭିନେତ୍ରୀ ବିଦ୍ୟା ବଲାନ୍‌ ଗଣିତ ବିଶାରଦ ଶକୁନ୍ତଳା ଦେବୀଙ୍କ ଚରିତ୍ରରେ ନଜର ଆସିବେ । ଶକୁନ୍ତଳା ଦେବୀ ଗଣିତର ହିସାବ କଳାରେ ପାରଙ୍ଗମ ଥିଲେ । ଏଥିପାଇଁ ସେ ‘ମାନବ କମ୍ପ୍ୟୁଟର’ ନାମରେ ଖ୍ୟାତ ଥିଲେ। ଏହି ଫିଲ୍ମର ନିର୍ଦ୍ଦେଶନା ଅନୁ ମେନନ୍‌ କରିବେ ବୋଲି ଜଣାପଡ଼ିଛି । ଏହି ଫିଲ୍ମକୁ ନେଇ ବିଦ୍ୟା ବହୁତ ଉତ୍ସାହିତ ରହିଛନ୍ତି । ସେ କହିଛନ୍ତି ଯେ, ‘ଏପରି ଚରିତ୍ର ପାଇ ସେ ବହୁତ ଖୁସି । ବାସ୍ତବରେ ଏପରି ଜଣେ ମହିଳାଙ୍କ ଚରିତ୍ରରେ ସେ ଅବତୀର୍ଣ୍ଣ ହେବାକୁ ଯାଉଛନ୍ତି, ଯିଏ ନିଜ ବ୍ୟକ୍ତିତ୍ବଙ୍କୁ ଆପଣାଇଛନ୍ତି ତାହା ନୁହେଁ ବରଂ ଜଣେ ସଶକ୍ତ ନାରୀବାଦର ସ୍ବର ହେବା ସହିତ ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ବହୁତ ସଂଘର୍ଷ କରିଛନ୍ତି ।’  ବିଦ୍ୟା ଇନ୍ଦିରା ଗାନ୍ଧିଙ୍କ ଜୀବନୀ ଉପରେ ଆଧାରିତ ଓ୍ବେବସିରିଜ୍‌ରେ ମଧ୍ୟ ନଜର ଆସିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025
Latest News

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025

ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

December 21, 2025

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.