Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଜେଇଇ ମେନ୍ ସେସନ୍-୧ ର ପରୀକ୍ଷା ଫଳ
ଆଜିର ଖବର

ପ୍ରକାଶ ପାଇଲା ଜେଇଇ ମେନ୍ ସେସନ୍-୧ ର ପରୀକ୍ଷା ଫଳ

July 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଜେଇଇ ମେନ୍ ସେସନ୍-୧ର ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ଫଳ ଜାଣିବା ପାଇଁ jeemain.nta.nic.in ୱେବସାଇଟକୁ ଯାଇ ଫଳ ବିଷୟରେ ଜାଣିପାରିବ। ଏଥିରେ ନିଜ ରୋଲ ନମ୍ବର ଆଧାରରେ ଛାତ୍ରାଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ।

ଚଳିତ ବର୍ଷ ପ୍ରାୟ ୧୦ଲକ୍ଷ ପରୀକ୍ଷାର୍ଥୀ ସେସନ୍-୧ରେ ପରୀକ୍ଷା ଦେଇଥିଲେ । ଏହି ପରୀକ୍ଷା ଜୁନ୍ ୨୩ରୁ ୨୯ପର୍ଯ୍ୟନ୍ତ ଚାଲିଥିଲା।

JEE JEE EXAM ଜେଇଇ ମେନ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

“ଆକସ୍ମିକ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହନ୍ତୁ”: ଆମେରିକୀୟ ସିନେଟରଙ୍କ ମୃତ୍ୟୁ ପରେ ଟ୍ରମ୍ପଙ୍କୁ ଚେତାବନୀ

July 13, 2026

ଡ୍ରାଇଭରକୁ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗରେ ଯୁବକ କୋର୍ଟ ଚାଲାଣ

July 13, 2026

ପାଖରେ ନାହିଁ କି କ୍ରେଡିଟ୍ କାର୍ଡ?: ଜରୁରୀକାଳୀନ ପରିସ୍ଥିତିରେ କିପରି ପାଇବେ ଶସ୍ତା ଋଣ?

July 13, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଟ୍ରଷ୍ଟକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

July 13, 2026
Latest News

“ଆକସ୍ମିକ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହନ୍ତୁ”: ଆମେରିକୀୟ ସିନେଟରଙ୍କ ମୃତ୍ୟୁ ପରେ ଟ୍ରମ୍ପଙ୍କୁ ଚେତାବନୀ

July 13, 2026

ଡ୍ରାଇଭରକୁ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗରେ ଯୁବକ କୋର୍ଟ ଚାଲାଣ

July 13, 2026

ପାଖରେ ନାହିଁ କି କ୍ରେଡିଟ୍ କାର୍ଡ?: ଜରୁରୀକାଳୀନ ପରିସ୍ଥିତିରେ କିପରି ପାଇବେ ଶସ୍ତା ଋଣ?

July 13, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଟ୍ରଷ୍ଟକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

July 13, 2026

ତାମିଲନାଡୁରେ ସମ୍ପୂର୍ଣ୍ଣ ଗୋହତ୍ୟା ନିଷେଧ ମାମଲା: ହାଇକୋର୍ଟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.