Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଖ୍ୟାତ କଣ୍ଠଶିଳ୍ପୀ ଭୂପିନ୍ଦର ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ଆଜିର ଖବର

ପ୍ରଖ୍ୟାତ କଣ୍ଠଶିଳ୍ପୀ ଭୂପିନ୍ଦର ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

July 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଖ୍ୟାତ କଣ୍ଠଶିଳ୍ପୀ ଭୂପିନ୍ଦର ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ନୂଆଦିଲ୍ଲୀ: ପ୍ରତିଷ୍ଠିତ କଣ୍ଠଶିଳ୍ପୀ ଭୁପିନ୍ଦର ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଦଶନ୍ଧି ଧରି ସ୍ମରଣୀୟ ଗୀତ ଗାଇଥିବା ଶ୍ରୀ ଭୁପିନ୍ଦର ସିଂଙ୍କର ପରଲୋକରେ ମୁଁ ଦୁଃଖିତ। ତାଙ୍କର ସଂଗୀତ ଅନେକ ଲୋକଙ୍କୁ ଆକର୍ଷିତ କରିଛି। ଏହି ଦୁଃଖଦ ସମୟରେ, ମୋର ସମବେଦନା ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ସହିତ ଅଛି। ଓମ୍ ଶାନ୍ତି। ”

ପ୍ରଖ୍ୟାତ ଗାୟକ ଭୂପିନ୍ଦର ସିଂ ଗତକାଲି ରାତିରେ ମୃତ୍ୟୁ ବରଣ କରିଛନ୍ତି। ତାଙ୍କୁ 82 ବର୍ଷ ବୟସ ହୋଇଥିଲା। ସେ ମୁମ୍ବାଇର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ସେ କରୋନା ଆକ୍ରାନ୍ତ ହୋଇପଡିଲେ। ତାଙ୍କର ଧର୍ମପତ୍ନୀ ତଥା ଗାୟିକା ମିଥାଲ ସିଂ ଏବଂ ପୁତ୍ର ନିହାଲ ସିଂ ଅଛନ୍ତି।

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.