Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଥରେ ନଜର ଆସିବେ କ୍ୟାଟ୍‌-ଶାହରୁଖ ଯୋଡି
ଆଜିର ଖବର

ପୁଣି ଥରେ ନଜର ଆସିବେ କ୍ୟାଟ୍‌-ଶାହରୁଖ ଯୋଡି

May 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଓ ଶାହରୁଖ ଖାନ୍‌ ପୁଣି ଥରେ ବଡ଼ପରଦାରେ ଦେଖିବାକୁ ମିଳିବେ । ମିଳିଥିବା ସୂଚନା ଅନୁସାରେ ଫାରହା ଖାନ୍‌ଙ୍କ ପ୍ରଯୋଜିତ ଓ ରୋହିତ୍‌ ଶେଟ୍ଟିଙ୍କ ନିର୍ଦ୍ଦେଶିତ  ତଥା ରିମେକ୍‌ ଫିଲ୍ମ ‘ସତ୍ତେ ପେ ସତ୍ତା’ରେ ଦୁହେଁ ନଜର ଆସିବେ । ୭୦ ଦଶକରେ ମୁକ୍ତିଲାଭ କରିଥିବା ଏହି ଫିଲ୍ମରେ ନଜର ଆସିଥିଲେ  ଅମିତାଭ ବଚ୍ଚନ ଓ ହେମାମାଳିନୀ । ପୂର୍ବରୁ ଶାହରୁଖ୍‌ – କ୍ୟାଟ୍ରିନା ୨୦୧୨ରେ ‘ଜବ୍‌ ତକ୍‌ ହୈ ଜାନ୍‌’ ଓ ୨୦୧୮ରେ ‘ଜିରୋ’ ଫିଲ୍ମରେ ଅଭିନୟ କରିଛନ୍ତି । ‘ଜବ ତକ୍‌ ହୈ ଜାନ୍‌’ ଫିଲ୍ମଟି ସୁପରହିଟ୍‌ ରହିଥିବାବେଳେ ’ଜିରୋ’ ଫିଲ୍ମଟି ବକ୍ସ ଅଫିସରେ ଅସଫଳ ରହିଥିଲା । ତେବେ ଏହି ଫିଲ୍ମ ପାଇଁ ଔପଚାରିକ ଭାବେ କିଛି ଘୋଷଣା କରାଯାଇନାହିଁ ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026
Latest News

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.