Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା!: ୭ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଆଜିର ଖବର

ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା!: ୭ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

July 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ତେବେ ଆସନ୍ତାକାଲିଠାରୁ ୭ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲିଠାରୁ ଅଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଅନୁଗୁଳ, ବରଗଡ଼, କଟକ, ଢେଙ୍କାନାଳ, ଜଗତ୍‌ସିଂହପୁର, ପୁରୀ ଓ ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ସେହିଭଳି ଆସନ୍ତା ରବିବାର ଓ ସୋମବାର ଦିନ ମଧ୍ୟ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଅରେଞ୍ଜ ୱାର୍ଣ୍ଣିଂ ଓଡିଶା ପ୍ରବଳ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026
Latest News

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.