Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ସମାଜସେବୀ: ନବ ନିର୍ବାଚିତା ରାଷ୍ଟ୍ରପତିଙ୍କୁ କଲେ ଉତ୍ସର୍ଗ
ଆଞ୍ଚଳିକ

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ସମାଜସେବୀ: ନବ ନିର୍ବାଚିତା ରାଷ୍ଟ୍ରପତିଙ୍କୁ କଲେ ଉତ୍ସର୍ଗ

July 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଷ୍ଟ୍ରପତି ଭାବେ ଓଡ଼ିଆ ଆଦିବାସୀ ଝିଅ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ସବୁଠି ଉତ୍ସବର ମାହୋଲ ଚାଲିଛି। ଭିନ୍ନ ଭିନ୍ନ ଢଙ୍ଗରେ ଓଡିଶାବାସୀ ଉତ୍ସବ ମନାଉଛନ୍ତି। ଏହି କ୍ରମରେ ଭୁବନେଶ୍ୱର ଝାରପଡାର ଅଞ୍ଚଳର ଯୁବ ସମାଜସେବୀ ସୁଶାନ୍ତ ମଙ୍ଗରାଜ ନିଆରା ଢଙ୍ଗରେ ଉତ୍ସବ ମନେଇଛନ୍ତି। ନିଜ ଜନ୍ମଦିନକୁ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଉତ୍ସବ ଭାବେ ସେ ପାଳନ କରିଛନ୍ତି।

ଦ୍ରୌପଦୀଙ୍କ ଆଦର୍ଶରେ ଅନୁପ୍ରାଣିତ ସୁଶାନ୍ତ ନିଜ ଜନ୍ମଦିନରେ ଦିବ୍ୟାଙ୍ଗ ଏବଂ ଅସହାୟଙ୍କୁ ଖାଦ୍ୟ ବାଣ୍ଟି ଏକ ନିଆରା ଢଙ୍ଗରେ ନିଜ ଜନ୍ମଦିନ ପାଳିଛନ୍ତି। ନିଜ ରାଜନୈତିକ କ୍ୟାରିୟରେ ଅନେକ ସମୟରେ ଗରିବ ଏବଂ ଅସହାୟଙ୍କ ପାଖେ ଠିଆ ହୋଇଛନ୍ତି ନବ ନିର୍ବାଚିତା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ତେଣୁ ତାଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ନିଜ ଜନ୍ମଦିନକୁ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଉତ୍ସର୍ଗ କରିଛନ୍ତି ସୁଶାନ୍ତ ମଙ୍ଗରାଜ।

ଯୁବ ପିଢ଼ି ଦ୍ରୌପଦୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଉଚିତ ବୋଲି ସେ କହିବା ସହ ଅସହାୟଙ୍କ ମୁହଁରେ ହସ ଫୁଟାଇବାକୁ ସର୍ବଦା ଚେଷ୍ଟା କରିବା ଉଚିତ ବୋଲି ସୁଶାନ୍ତ ଏହି ଅବସରରେ କହିଛନ୍ତି।

ଜନ୍ମଦିନ ଦ୍ରୌପଦୀ ମୁର୍ମୁ ଯୁବ ସମାଜସେବୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.