Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ଓଡ଼ିଶା ମୋ ପରିବାର”ର ରାଜ୍ୟ ସଂଯୋଜକ ହେଲେ ମିହିର ରାୟ
ଆଜିର ଖବର

“ଓଡ଼ିଶା ମୋ ପରିବାର”ର ରାଜ୍ୟ ସଂଯୋଜକ ହେଲେ ମିହିର ରାୟ

August 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
"ଓଡ଼ିଶା ମୋ ପରିବାର"ର ରାଜ୍ୟ ସଂଯୋଜକ ହେଲେ ମିହିର ରାୟ

ଭୁବନେଶ୍ଵର : ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଯୁବ ସମାଜସେବୀ ମିହିର ରାୟଙ୍କୁ “ଓଡ଼ିଶା ମୋ ପରିବାର”ର ନୂତନ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି।
ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ “ଓଡ଼ିଶା ମୋ ପରିବାର”ର ଆବାହକ ଅରୂପ ପଟ୍ଟନାୟକ ଶ୍ରୀ ରାୟଙ୍କୁ ଏହି ଦାୟିତ୍ଵ ପ୍ରଦାନ କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ଶ୍ରୀ ରାୟ ପ୍ରାୟ ୨୫ ବର୍ଷ ଧରି ଟାଇମ୍ସ ଅଫ୍ ଇଣ୍ଡିଆ ଓ ଏସିଆନ ଏଜ୍‌ ଭଳି ପ୍ରମୁଖ ଇଂରାଜୀ ସମ୍ବାଦପତ୍ରର ପଶ୍ଚିମ ଓଡିଶା ପ୍ରତିନିଧି ଭାବେ କାର୍ଯ୍ୟ କରିବା ସହ ରାଉରକେଲାର ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ କ୍ରୀଡ଼ା ସଂଗଠନ ସହ ସଂଯୁକ୍ତ ରହି ନିଜକୁ ସକ୍ରିୟ ଭାବେ ସମାଜସେବାରେ ନିୟୋଜିତ କରିଥିଲେ।

ଏବେ “ଓଡ଼ିଶା ମୋ ପରିବାର” ଭଳି ରାଜ୍ୟର ସର୍ବବୃହତ ସ୍ୱେଚ୍ଛାସେବୀ ସଙ୍ଗଠନରେ ତାଙ୍କୁ କାର୍ଯ୍ୟ କରିବାର ସୁଯୋଗ ଦେଇଥିବାରୁ ଶ୍ରୀ ରାୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ “ଓଡ଼ିଶା ମୋ ପରିବାର”ର ଆବାହକ ଅରୂପ ପଟ୍ଟନାୟକଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି।

ଓଡିଶା ମୋ ପରିବାର
Share. Facebook Twitter LinkedIn Email WhatsApp Copy Link

Related Posts

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026
Latest News

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

March 13, 2026

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.