Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟାସାଗରଙ୍କ ବୃହତ ମୂର୍ତ୍ତି ନିର୍ମାଣ ନେଇ ମୋଦିଙ୍କ ପ୍ରତିଶ୍ରୁତି
ଆଜିର ଖବର

ବିଦ୍ୟାସାଗରଙ୍କ ବୃହତ ମୂର୍ତ୍ତି ନିର୍ମାଣ ନେଇ ମୋଦିଙ୍କ ପ୍ରତିଶ୍ରୁତି

May 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
PM Narendra Modi promises Vidyasagar statue at 'same spot'
PM Narendra Modi promises Vidyasagar statue at 'same spot'

୨୦୧୯ ଲୋକସଭା ନିର୍ବାଚନ ପରେ  ପଶ୍ଚିମବଙ୍ଗରେ ଈଶ୍ବର ଚନ୍ଦ୍ର ବିଦ୍ୟାସାଗରଙ୍କ ଏକ ବୃହତ ପ୍ରତିମୂର୍ତ୍ତି ନିର୍ମାଣର ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି କହିଛନ୍ତି ତୃଣମୂଳର ଗୁଣ୍ଡାମାନଙ୍କ ଦ୍ବାରା ଭଙ୍ଗା ଯାଇଥିବା ପ୍ରତିମୂର୍ତ୍ତିକୁ ସମାନ ସ୍ଥାନରେ ବୃହତ ଆକାରରେ ପୁନଃନିର୍ମାଣ କରାଯିବ ବୋଲି କହିଛନ୍ତି ମୋଦି । ଉତ୍ତର ପ୍ରଦେଶର ମାଉରେ ଏକ ନିର୍ବାଚନୀ ଅଭିଭାଷଣରେ ମୋଦି ଏହି ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି । ମୋଦି କହିଛନ୍ତି ଜାତୀୟ ସମ୍ପତ୍ତିକୁ କ୍ଷତି କରୁଥିବା ଲୋକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌ । ସୂଚନାଯୋଗ୍ୟ ଯେ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ରୋଡ ଶୋ ସମୟରେ ବିଜେପି ଏବଂ ତୃଣମୂଳ କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା ଯେଉଁଥିରେ ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତି କ୍ଷତିଗ୍ରସ୍ତ ହୋଇଥିଲା । ଆସନ୍ତା ରବିବାର ପଶ୍ଚିମବଙ୍ଗରେ ୪୨ ଆସନରେ ନିର୍ବାଚନ ହେବାକୁ ଥିବାବେଳେ ଏହି ହିଂସାକାଣ୍ଡ ପାଇଁ ଗତକାଲି ଗୋଟିଏ ଦିନ ପୂର୍ବରୁ ପଶ୍ଚିମବଙ୍ଗରେ ପ୍ରଚାର ବନ୍ଦ କରିବାର ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ ।

Share. Facebook Twitter LinkedIn Email WhatsApp Copy Link

Related Posts

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026
Latest News

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.