Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ପାଇଲଟଙ୍କ ଯୌନ ନିର୍ଯାତନା ଅଭିଯୋଗ : ଏୟାର ଇଣ୍ଡିଆର ଅନ୍ତରୀଣ ତଦନ୍ତ ନିର୍ଦ୍ଦେଶ
ଆଜିର ଖବର

ମହିଳା ପାଇଲଟଙ୍କ ଯୌନ ନିର୍ଯାତନା ଅଭିଯୋଗ : ଏୟାର ଇଣ୍ଡିଆର ଅନ୍ତରୀଣ ତଦନ୍ତ ନିର୍ଦ୍ଦେଶ

May 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
women pilot harrasment :air India start inquriy
women pilot harrasment :air India start inquriy

କେନ୍ଦ୍ର ସରକାରଙ୍କ ଦ୍ବାରା ପରିଚାଳିତ ଏୟାର ଇଣ୍ଡିଆର ଜନୈକା ମହିଳା ପାଇଲଟ୍‌ଙ୍କ ଅସଦାଚରଣ ଅଭିଯୋଗକୁ ନେଇ ଅନ୍ତରୀଣ ତଦନ୍ତର ନିର୍ଦ୍ଦେଶ ଦିଆଯାଇଛି । ବୁଧବାର ମହିଳା ପାଇଲଟ୍‌ ଜଣକ ଅଧିକାରୀଙ୍କୁ ପତ୍ର ଲେଖି ଯୌନ ନିର୍ଯାତନା ସମ୍ବନ୍ଧରେ ଅଭିଯୋଗ ବାଢିଥିଲେ । ହାଇଦ୍ରାବାଦରେ ପ୍ରଶିକ୍ଷଣ କ୍ୟାମ୍ପ ସମୟରେ ଏହି ଘଟଣା ହୋଇଥିବା ନେଇ ମହିଳା ଜଣକ ନିଜ ଅଭିଯୋଗରେ ଦର୍ଶାଇଛନ୍ତି । ଖାଇବା ପାଇଁ ବାହାରକୁ ଯିବା ସମୟରେ ନିଜର କମାଣ୍ଡର ପାଇଲଟ୍‌ ତାଙ୍କ ସହିତ ଅସଦାଚରଣ କରିଥିବା ନେଇ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି ମହିଳା ପାଇଲଟ୍‌ । ଉଭୟ ପାଇଲଟ୍‌ଙ୍କ ନାମ ଗୋପନ ରଖାଯାଇଥିବା ବେଳେ ଏୟାର ଇଣ୍ଡିଆ ପକ୍ଷରୁ ଏକ ଅନ୍ତରୀଣ ତଦନ୍ତ କମିଟି ଗଠନ କରାଯାଇ ମାମଲାର ତଦନ୍ତ କରାଯିବ ବୋଲି ଘୋଷଣା କରାଯିବ ।

 

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

କାର୍ତ୍ତିକ ପୂର୍ଣ୍ଣିମା ସ୍ନାନ ବେଳେ କରନ୍ତୁ ଏହି ଛୋଟିଆ କାମ, ମିଳିବ ସଫଳତା

November 5, 2025

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025
BJP Ads
Latest News

କାର୍ତ୍ତିକ ପୂର୍ଣ୍ଣିମା ସ୍ନାନ ବେଳେ କରନ୍ତୁ ଏହି ଛୋଟିଆ କାମ, ମିଳିବ ସଫଳତା

November 5, 2025

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.