Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମିଶନ ଶକ୍ତିର ମା ମାନଙ୍କ ଦ୍ଵାରା ମୁଖ୍ୟମନ୍ତ୍ରୀଙ୍କୁ ହାତ ତିଆରି ଜାତୀୟ ପତାକା ପ୍ରଦାନ
ବିଶେଷ ଖବର

ମିଶନ ଶକ୍ତିର ମା ମାନଙ୍କ ଦ୍ଵାରା ମୁଖ୍ୟମନ୍ତ୍ରୀଙ୍କୁ ହାତ ତିଆରି ଜାତୀୟ ପତାକା ପ୍ରଦାନ

August 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସ୍ୱାଧୀନତାର ପଚସ୍ତରୀ ବର୍ଷ ପାଳନ ଅବ୍ୟବହିତ ପୂର୍ବରୁ ଆଜି ରାଜ୍ୟର ବିଭିନ୍ନ ଅଂଚଳର ମିଶନ ଶକ୍ତିର ମା ମାନେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ହାତ ତିଆରି ଜାତୀୟ ପତାକା ପ୍ରଦାନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପତାକା ଗ୍ରହଣ କରି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଜାତୀୟ ପତାକା ତିଆରି ପରି ଏକ ମହାନ ଦାୟିତ୍ୱ ମିଶନ ଶକ୍ତି ମା ମାନଙ୍କୁ ଦେଇଥିବାରୁ ଏହା ସେମାନଙ୍କ ପାଇଁ ଗର୍ବର କଥା ବୋଲି କହିବା ସହ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସୂଚନା ଯୋଗ୍ୟ ଯେ, ସ୍ୱାଧୀନତାର ପଚସ୍ତରୀ ବର୍ଷ ଉପଲକ୍ଷେ ତିରିଶ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତି ଓ ମାଗଣାରେ ବଣ୍ଟନ ଦାୟିତ୍ୱ ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀକୁ ଅର୍ପଣ କରିଛନ୍ତି।

ଜାତୀୟ ପତାକା ତ୍ରିରଙ୍ଗା ନବୀନ ପଟ୍ଟନାୟକ ମିଶନ ଶକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.