Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗ୍ନିଶମ ସେବା, ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା କର୍ମୀଙ୍କୁ ରାଷ୍ଟ୍ରପତି ପଦକରେ ସମ୍ମାନିତ
ଆଜିର ଖବର

ଅଗ୍ନିଶମ ସେବା, ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା କର୍ମୀଙ୍କୁ ରାଷ୍ଟ୍ରପତି ପଦକରେ ସମ୍ମାନିତ

August 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୬’ ପାଇଁ ଦୁଇଟି ପୁରସ୍କାର ଘୋଷଣା

ନୂଆଦିଲ୍ଲୀ/ଭୁବନେଶ୍ବର: ସ୍ୱାଧୀନତା ଦିବସ ୨୦୨୨ ଉପଲକ୍ଷେ ୫୫ ଜଣ ପୁଲିସ କର୍ମୀଙ୍କୁ ଅଗ୍ନିଶମ ସେବା ପଦକରେ ସମ୍ମାନିତ କରାଯାଇଛି। ଏମାନଙ୍କ ମଧ୍ୟରୁ ୧୧ ଜଣ କର୍ମୀଙ୍କୁ ସେମାନଙ୍କର ସାହସିକତା ଏବଂ ବୀରତାପୂର୍ଣ୍ଣ କାର୍ଯ୍ୟ ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି। ଓଡ଼ିଶାରୁ ୨ ଜଣ ଅଗ୍ନିଶମ ସେବା କର୍ମୀ ବିଜୟ ଚନ୍ଦ୍ର ପାତ୍ର ଏବଂ ସର୍ବେଶ୍ବର ମିଶ୍ରଙ୍କ ନାମ ଏହି ପଦକ ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି।

ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତିଙ୍କ ଅଗ୍ନିଶମ ସେବା ପଦକ ଛଅଜଣ କର୍ମୀଙ୍କୁ ପ୍ରଦାନ କରିବା ଲାଗି ଘୋଷଣା କରାଯାଇଛି। ୩୮ ଜଣ କର୍ମୀଙ୍କୁ ବିଶିଷ୍ଟ ଏବଂ ପ୍ରଶଂସନୀୟ ସେବା ପାଇଁ ଉତ୍କୃଷ୍ଟ ରେକର୍ଡ ଲାଗି ପ୍ରଶଂସନୀୟ ସେବାର ଅଗ୍ନିଶମ ସେବା ପଦକ ପ୍ରଦାନ କରାଯାଇଛି। ଏମାନଙ୍କ ମଧ୍ୟରେ ଓଡ଼ିଶାର ଦୁଇ ଜଣ ରୋହିତ ସାହୁ ଏବଂ ବିନୋଦ କୁମାର ପାଢ଼ୀ ରହିଛନ୍ତି।

ଏହା ବ୍ୟତୀତ, ସ୍ୱାଧୀନତା ଦିବସ ୨୦୨୨ ଅବସରରେ ୪୬ ଜଣ କର୍ମୀଙ୍କୁ ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା ପଦକରେ ସମ୍ମାନିତ କରାଯିବାକୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି। ଏମାନଙ୍କ ମଧ୍ୟରୁ ଦୁଇ ଜଣ କର୍ମୀଙ୍କୁ ସାହସିକତା ଏବଂ ବୀରତାପୂର୍ଣ୍ଣ କାର୍ଯ୍ୟ ପାଇଁ ସାହସିକତା ନିମନ୍ତେ ଗୃହରକ୍ଷୀ ଓ ନାଗରିକ ସୁରକ୍ଷା ପଦକରେ ସମ୍ମାନିତ କରାଯାଇଛି।

ଓଡ଼ିଶାରୁ ତିନି ଜଣ ଜ୍ଞାନେନ୍ଦ୍ର ମଲ୍ଲିଆ, ଏସ. ପର୍ଶୁରାମ ରେଡ୍ଡୀ ଏବଂ ପ୍ରଦୀପ କୁମାର ଶତପଥୀ ଗୃହ ରକ୍ଷୀ ଏବଂ ନାଗରିକ ସୁରକ୍ଷା ପଦକ ସମ୍ମାନ ପାଇଛନ୍ତି।

ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା ପଦକ ତଥା ପ୍ରଶଂସନୀୟ ସେବା ପାଇଁ ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା ପଦକ ଯଥାକ୍ରମେ ୭ ଜଣ କର୍ମୀ ଏବଂ ୩୭ ଜଣ କର୍ମୀଙ୍କୁ ପ୍ରଦାନ କରାଯାଇଛି।

ଅଗ୍ନିଶମ ସେବା ଗୃହରକ୍ଷୀ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.