Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜୀବ କୁମାରଙ୍କ ଗିରଫଦାରୀ ଉପରୁ ରୋକ ହଟାଇଲେ ସୁପ୍ରିମ୍‌କୋର୍ଟ
ଆଜିର ଖବର

ରାଜୀବ କୁମାରଙ୍କ ଗିରଫଦାରୀ ଉପରୁ ରୋକ ହଟାଇଲେ ସୁପ୍ରିମ୍‌କୋର୍ଟ

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
SC lifts stay on ex-Kolkata police chief Rajeev Kumar's arrest
SC lifts stay on ex-Kolkata police chief Rajeev Kumar's arrest

ସାରଦା ଚିଟ ଫଣ୍ଡ ମାମଲାରେ ପଶ୍ଚିମବଙ୍ଗର ଆଇପିଏସ ଅଧିକାରୀ ରାଜୀବ କୁମାରଙ୍କ ଗିରଫଦାରୀ ଉପରୁ ସୁପ୍ରିମ୍‌କୋର୍ଟ ରୋକ ହଟାଇ ଦେଇଛନ୍ତି। ଶୁକ୍ରବାର ଏହି ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି ଯେ, ଏବେ ସିବିଆଇ ଆଇନ୍‌ ମୁତାବକ ଉଚିତ୍‌ ପଦକ୍ଷେପ ନେଇପାରିବେ । ତେବେ ଏହି ଆଦେଶ ୭ଦିନ ପରେ ଲାଗୁ ହେବ ତେଣୁ ରାଜୀବ କୁମାର ଏହି ସମୟ ଭିତରେ ଆଇନର ଆଶ୍ରୟ ନେଇ ପାରିବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି  ନିଷ୍ପତ୍ତି ନେଇଛନ୍ତି ।  କୋଲକାତାର ପୂର୍ବତନ ପୁଲିସ ଅଧିକାରୀ ରାଜୀବ କୁମାର ସାରଦା ଚିଟଫଣ୍ଡ ମାମଲାରେ ପ୍ରମାଣ ନଷ୍ଟ କରିଥିବା ଅଭିଯୋଗ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025
Latest News

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025

ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

December 21, 2025

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.