Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରଦାକୁ ଆସିଲା ଅଜୟ, ତବୁ ଓ ରକୁଲ୍‌ଙ୍କ ଅଭିନୀତ ’ଦେ ଦେ ପ୍ୟାର୍‌ ଦେ’
ଆଜିର ଖବର

ପରଦାକୁ ଆସିଲା ଅଜୟ, ତବୁ ଓ ରକୁଲ୍‌ଙ୍କ ଅଭିନୀତ ’ଦେ ଦେ ପ୍ୟାର୍‌ ଦେ’

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
release of de de pyar de
release of de de pyar de

ଫିଲ୍ମ ଫ୍ରାଇଡେ’ରେ ପରଦାକୁ ଆସିଛି ବଲିଉଡ୍‌ର ସିଂହମ୍ ଅଜୟ ଦେବ୍‌ଗନ୍‌, ତବୁ ଏବଂ ରକୁଲ୍‌ ପ୍ରୀତ୍‌ ସିଂଙ୍କ ଅଭିନୀତ ଫିଲ୍ମ ‘ଦେ ଦେ ପ୍ୟାର୍‌ ଦେ’। ଏହା ଏକ ପାରିବାରିକ ରୋମାଣ୍ଟିକ୍‌ କମେଡ଼ି ଫିଲ୍ମ। ଅକିବ୍‌ ଅଲ୍ଲୀ ନିର୍ଦ୍ଦେଶିତ ଏହି ଫିଲ୍ମରେ ଜଣେ ବ୍ୟକ୍ତି ନିଜଠୁ ଅଧା ବୟସର ଝିଅକୁ ଭଲ ପାଉଛନ୍ତି। ଏହି ଫିଲ୍ମର ଟ୍ରେଲର୍‌କୁ ଭଲ ରେସ୍‌ପଣ୍ଡ ମିଳିଛି। ଅଜୟ ଏଥିରେ ୫୦ ବର୍ଷୀୟ ଜଣେ ଚରିତ୍ର ଭାବେ ଅଭିନୟ କରୁଛନ୍ତି। ସେହିପରି ରକୁଲ୍‌୨୬ ବର୍ଷିୟ ଜଣେ ଝିଅ ଭୂମିକାରେ ଅଭିନୟ କରୁଛନ୍ତି। କମେଡ଼ି ମସଲାରେ ଭରପୂର ଏହି ଫିଲ୍ମଟି ଦର୍ଶକଙ୍କୁ ପସନ୍ଦ ଆସିବ ବୋଲି ଆଶା କରାଯାଉଛି।

hindi movie thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026
Latest News

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026

ଇତିହାସର ପୁନରାବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ବିନା ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.