Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗଦେଲେ ଓଏଏସ ଅଧିକାରିଣୀ ବୁଲବୁଲ ବେହେରା
ଆଞ୍ଚଳିକ

ବାଣପୁର ବ୍ଲକରେ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗଦେଲେ ଓଏଏସ ଅଧିକାରିଣୀ ବୁଲବୁଲ ବେହେରା

August 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଏଏସ ଅଧିକାରିଣୀ ଶ୍ରୀମତୀ ବୁଲବୁଲ ବେହେରା। ଶ୍ରୀମତୀ ବେହେରା ୨୦୧୧ ବ୍ୟାଚ ଓଏଏସ ଅଧିକାରିଣୀ ହୋଇଥିବାବେଳେ ଏହା ପୁର୍ବରୁ ସେ ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବିଡ଼ିଓ ଭାବେ କାର୍ଯ୍ୟରତ ଥିଲେ। ନିକଟରେ ତାଙ୍କ ବଦଳି ବାଣପୁର ବ୍ଲକକୁ ହୋଇଥିବା ବେଳେ ଗତକାଲି ସେ କାର୍ଯ୍ୟରେ ଯୋଗଦେଇଛନ୍ତି।

ତେବେ ବାଣପୁର ଏକ ବଡ଼ ବ୍ଲକ ଏବଂ ସେ ସମସ୍ତ ନିର୍ବାଚିତ ଜନପ୍ରତିନିଧିଙ୍କ ସହାଭାଗିତାରେ କାର୍ଯ୍ୟ କରିବା ସହ ଜନସାଧାରଣଙ୍କ ଅଭିଯୋଗକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ସେହିପରି ଭାବେ କ୍ଷେତ୍ର ପରିଦର୍ଶନ, ୫ଟି ବ୍ୟବସ୍ଥାର ସଠିକ ପରିଚାଳନା ଏବଂ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା କିପରି ସଠିକ ଭାବରେ ହିତାଧିକାରୀଙ୍କ ନିକଟକୁ ପହଞ୍ଚିପାରିବ ସେ ଦିଗରେ ଗୁରୁତ୍ୱ ଦେବେ ବୋଲି ଶ୍ରୀମତୀ ବେହେରା କହିଛନ୍ତି।

ଓଏଏସ ଅଧିକାରିଣୀ ନୂତନ ବିଡ଼ିଓ ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.