Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତିମ ପର୍ଯ୍ୟାୟର ପ୍ରଚାରର ଶେଷ ଦିନରେ ସଂଖ୍ୟା ଗରିଷ୍ଠତା ହାସଲ ନେଇ ମୋଦିଙ୍କ ଦୃଢୋକ୍ତି
ଆଜିର ଖବର

ଅନ୍ତିମ ପର୍ଯ୍ୟାୟର ପ୍ରଚାରର ଶେଷ ଦିନରେ ସଂଖ୍ୟା ଗରିଷ୍ଠତା ହାସଲ ନେଇ ମୋଦିଙ୍କ ଦୃଢୋକ୍ତି

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
modi confident to get 300 seats
modi confident to get 300 seats

ଚଳିତ ନିର୍ବାଚନରେ ଅନ୍ତିମ ପର୍ଯ୍ୟାୟ ପାଇଁ ଆଜି ହେଉଛି ପ୍ରଚାରର ଶେଷ ଦିନ । ଆସନ୍ତା ୧୯ ତାରିଖରେ ସପ୍ତମ ପର୍ଯ୍ୟାୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।  ଶୁକ୍ରବାର ଦିନ ମଧ୍ୟପ୍ରଦେଶର ଖରଗୌଣରେ ଏକ ଜନସଭାକୁ ଉଦ୍‌ବୋଧନ ଦେଇ ବିଜେପି ଏଥର ସଂଖ୍ୟା ଗରିଷ୍ଠତା ହାସଲ କରିବ ବୋଲି କହିଛନ୍ତି । ରାଲିରେ ‘ଅବକୀ ବାର ମୋଦି ସରକାର’ର ନାରା ଲଗାଇ କହିଛନ୍ତି ଯେ, – ୩-୪ ଦିନ ହେବ ବିଜେପି ୩୦୦ ପାର କରିବ ବୋଲି ଶୁଣୁଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ୨୦୧୯ ନିର୍ବାଚନ ଅନ୍ୟ ନିର୍ବାଚନ ଠାରୁ ଭିନ୍ନ କାରଣ ଏହି ନିର୍ବାଚନର ନେତୃତ୍ୱ ଜନତା ନେଉଛନ୍ତି। କଂଗ୍ରେସ ଦଳ ଦେଶଦ୍ରୋହ ଆଇନ ଉଛେଦ ପ୍ରସଙ୍ଗ ନେଇ ରାଜନୀତି କରିବାକୁ ଚେଷ୍ଟା କରି ବିଫଳ ହେଲା ଯେହେତୁ ଦେଶବାସୀ କଂଗ୍ରେସକୁ ପ୍ରତ୍ୟାଖାନ କଲେ। ମୋଦୀ କହିଛନ୍ତି, ଯେଉଁମାନେ ଜାମ୍ମୁ କାଶ୍ମୀର ପାଇଁ ଅଲଗା ପ୍ରଧାନମନ୍ତ୍ରୀ କଥା କହୁଛନ୍ତି, ସେମାନଙ୍କୁ ଲୋକମାନେ ଏହି ନିର୍ବାଚନରେ ଦଣ୍ଡ ଦେବେ। ଏହି ଅବସରରେ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି ମୋଦି ।

Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.