Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୨୦୬ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ସଂକ୍ରମଣ
ଆଜିର ଖବର

ରାଜ୍ୟରେ ଆଜି ୨୦୬ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ସଂକ୍ରମଣ

August 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୦୬ ଜଣ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। ତେବେ ଆଜି ୨୦୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୨୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବରଗଡ ଜିଲ୍ଲାରୁ- ୯

ବଲାଙ୍ଗୀରି ଜିଲ୍ଲାରୁ- ୭

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୧୬

ଦେବଗଡ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୩

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରାପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୪୮

କୋରାପୁଟ ଜିଲ୍ଲାରୁ- ୧୧

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୬

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୩

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୩୬

ଷ୍ଟେଟ ପୁଲରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୪୭୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୪ ହଜାର ୫ ଏବଂ ବର୍ତ୍ତମାନ ୨୨୪୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କ୍ୱାରେଣ୍ଟାଇନ ଖୋର୍ଦ୍ଧା ଜିଲ୍ଲା ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.