Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡିକୁ ନୂତନ ଥାନା ମାନ୍ୟତା: ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡିକୁ ନୂତନ ଥାନା ମାନ୍ୟତା: ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

August 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡିକୁ ନୂତନ ଥାନା ମାନ୍ୟତା ମିଳିଛି। ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩୬ଟି ନୂଆ ପୋଲିସ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି, ଯେଉଁଥିରେ ନାଚୁଣୀ ଫାଣ୍ଡି ଅନ୍ୟତମ।

ତେବେ ଏହି ଥାନା ଗୁଡିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ନୂଆ ୩୬ ଟି ଥାନା ପ୍ରତିଷ୍ଠା ହେଵା ଦ୍ୱାରା ଜନସାଧାରଣଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇ ଦେବା ଦିଗରେ ଓଡିଶା ପୋଲିସର ଉଦ୍ୟମ ଆହୁରି ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ସୂଚନା ଥାଉକି ନାଚୁଣୀ ଫାଣ୍ଡି ୧୬ ନମ୍ବର ଜାତୀୟ ରାଜପଥରେ ଅବସ୍ଥିତ ହୋଇଥିବା ବେଳେ ବର୍ତ୍ତମାନ ଏହା ବାଣପୁର ଥାନା ଅଧୀନରେ କାମ କରୁଛି।

ଓଡିଶା ପୋଲିସ ଜାତୀୟ ରାଜପଥ ନବୀନ ପଟ୍ଟନାୟକ ନାଚୁଣୀ ଫାଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.