Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର
ଆଜିର ଖବର

ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର

August 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର

ଭୁବନେଶ୍ବର: ଉଲ୍ଲେଖନୀୟ ନେତୃତ୍ବ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇବେ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ। ନୂଆଦିଲ୍ଲୀରେ ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଏହାକୁ କ୍ୟାପିଟାଲ୍ ଫାଉଣ୍ଡେସନ୍ ଆନୁୟାଲ ଲେକଚର ଆଣ୍ଡ ଆୱାର୍ଡ ସମାରୋହରେ ଦିଆଯିବ।

ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଏନ.ଭି ରମଣା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନିତ କରିବେ। ଏହି କାର୍ଯ୍ୟକ୍ରମକୁ ଜଷ୍ଟିସ୍ ଏକେ ପଟ୍ଟନାୟକ ପରିଚାଳନା କରିବେ।ମୁଖ୍ୟତଃ ନବୀନ ପଟ୍ଟନାୟକଙ୍କ ଦୃଢ ନେତୃତ୍ବ ସହିତ ସ୍ବଚ୍ଛ ଭାବମୂର୍ତ୍ତି ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026

ଯାତ୍ରୀ ସୁରକ୍ଷା ଖର୍ଚ୍ଚକୁ ୧,୧୭,୬୯୩ କୋଟିକୁ ବୃଦ୍ଧି କଲା ଭାରତୀୟ ରେଳବାଇ

February 14, 2026

୨୦୨୬ ଟି୨୦ ବିଶ୍ୱକପର ଚାମ୍ପିଅନ୍ ହେବ ଟିମ୍ ଇଣ୍ଡିଆ!: ସେହୱାଗଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

February 14, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026

ଯାତ୍ରୀ ସୁରକ୍ଷା ଖର୍ଚ୍ଚକୁ ୧,୧୭,୬୯୩ କୋଟିକୁ ବୃଦ୍ଧି କଲା ଭାରତୀୟ ରେଳବାଇ

February 14, 2026

୨୦୨୬ ଟି୨୦ ବିଶ୍ୱକପର ଚାମ୍ପିଅନ୍ ହେବ ଟିମ୍ ଇଣ୍ଡିଆ!: ସେହୱାଗଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

February 14, 2026

ବିଜେପିରେ ସାମିଲ ହେଲେ ଜିଲ୍ଲା ପରିଷଦ ସଦସ୍ୟ, ସରପଂଚ, ଜନପ୍ରତିନଧି ଏବଂ ବିଜେଡି ନେତା ଓ କର୍ମୀ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.