Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ସ୍ଥିର ରହିଛି ସଂକ୍ରମଣ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ସ୍ଥିର ରହିଛି ସଂକ୍ରମଣ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ ଆକ୍ରାନ୍ତ ଚିହ୍ନଟ

August 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୩୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୮

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୩୦

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ- ୮

କଳାହାଣ୍ଡି ଜିଲ୍ଲାରୁ- ୧୦

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୬୧

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୩

ନବରଙ୍ଗପୁର ଜିଲ୍ଲାରୁ- ୯

ନୟାଗଡ ଜିଲ୍ଲାରୁ- ୫

ନୂଆପଡା ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୧୨

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୪୦

ଷ୍ଟେଟ ପୁଲରୁ- ୧୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୭ ହଜାର ୩୮୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୬ ହଜାର ୧୭୨ ଏବଂ ବର୍ତ୍ତମାନ ୧୯୮୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା କ୍ୱାରେଣ୍ଟାଇ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

LPG Gas Cylinder New Rules 2026: ଅକ୍ଟୋବର ୧ରୁ ଗ୍ୟାସ୍ ନିୟମ ବଦଳିବ?

September 21, 2026

ମୂର୍ତ୍ତି ବିସର୍ଜନ ବେଳେ ତାଳଦଣ୍ଡା କେନାଲରେ ଯୁବକ ନିଖୋଜ

September 21, 2026
Latest News

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026

LPG Gas Cylinder New Rules 2026: ଅକ୍ଟୋବର ୧ରୁ ଗ୍ୟାସ୍ ନିୟମ ବଦଳିବ?

September 21, 2026

ମୂର୍ତ୍ତି ବିସର୍ଜନ ବେଳେ ତାଳଦଣ୍ଡା କେନାଲରେ ଯୁବକ ନିଖୋଜ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.