Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସୋଭିଏତ ଋଷର ପୂର୍ବତନ ରାଷ୍ଟ୍ରପତି ମିଖାଇଲ ଗୋର୍ବାଚେଭଙ୍କ ପରଲୋକ, ମୋଦିଙ୍କ ଶୋକ
ଅନ୍ତରାଷ୍ଟ୍ରୀୟ

ସୋଭିଏତ ଋଷର ପୂର୍ବତନ ରାଷ୍ଟ୍ରପତି ମିଖାଇଲ ଗୋର୍ବାଚେଭଙ୍କ ପରଲୋକ, ମୋଦିଙ୍କ ଶୋକ

September 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୋଭିଏତ ଋଷର ପୂର୍ବତନ ରାଷ୍ଟ୍ରପତି ମିଖାଇଲ ଗୋର୍ବାଚେଭଙ୍କ ପରଲୋକ, ମୋଦିଙ୍କ ଶୋକ

ନୂଆଦିଲ୍ଲୀ: ପୃଥିବୀର ଜଣେ ମହାନ ରାଷ୍ଟ୍ରନେତା ତଥା ସୋଭିଏତ ଋଷର ପୂର୍ବତନ ରାଷ୍ଟ୍ରପତି ମିଖାଇଲ ଗୋର୍ବାଚେୋଭଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ  91 ବର୍ଷ ବୟସ ହୋଇଥିଲା।

ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ମୁଁ ବିଂଶ ଶତାବ୍ଦୀର ଜଣେ ଅଗ୍ରଣୀ ରାଜନେତା ମାନ୍ୟବର ଶ୍ରୀ ମିଖାଇଲ୍ ଗୋର୍ବାଚେଭ, ଯିଏ କି ଇତିହାସ ସହିତ ଏକ ଅବିସ୍ମରଣୀୟ ଛାପ ଛାଡି ଯାଇଛନ୍ତି ତାଙ୍କ ପରିବାର ତଥା ବନ୍ଧୁମାନଙ୍କୁ ଆମର ଗଭୀର ସମବେଦନା ଜଣାଉଛି । ଭାରତ ସହିତ ସମ୍ପର୍କକୁ ମଜବୁତ କରିବାରେ ତାଙ୍କର ଅବଦାନକୁ ଆମେ ମନେ ପକାଉଛୁ ।”

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.