Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ଵିଦ୍ୟାଳୟରେ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା
ଆଞ୍ଚଳିକ

ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ଵିଦ୍ୟାଳୟରେ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା

September 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ନାକ୍ଟିଦେଉଳ ବ୍ଳକ୍ ଅନ୍ତର୍ଗତ ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ଵିଦ୍ୟାଳୟରେ ଆଜି ପ୍ରଜ୍ଞାନ୍ ମିଶନ୍ ଆନୁକୁଲ୍ୟରେ ଗୀତା ଦ୍ଵିତୀୟ ଅଧ୍ୟାୟର ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼ ଦୀପେନ୍ କୁମାର ପଟ୍ଟନାୟକଙ୍କ ପରିଚାଳନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅଧ୍ୟକ୍ଷ କନ୍ଦର୍ପ ରାଉଳ ଯୋଗ ଦେଇ ଗୀତା ଶ୍ଳୋକର ମହତ୍ତ୍ୱ ଵିଷୟରେ ଆଲୋକପାତ କରି ଥିଲେ।

ସମାଜସେବୀ ଗେୀବିନ୍ଦ ଅଗ୍ରଓ୍ବାଲା ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ। କ’ ଵିଭାଗରେ ସରସ୍ୱତୀ ଶିଶୁ ମନ୍ଦିର ନାକ୍ଟିଦେଉଳର ଦେଵଶ୍ରୀ ଦାଶ ପ୍ରଥମ, ଶିବାନୀ ସ୍ଵାଇଁ ଦ୍ଵିତୀୟ ଓ ମୌସମ୍ ସାହୁ ତୃତୀୟ, ‘ଖ’ ଵିଭାଗରେ ସରାପାଲି ଉଚ୍ଚ ଵିଦ୍ୟାଳୟର ବ୍ରିଜିନା ଵେହେରା ପ୍ରଥମ, ସୋନାଲି ସାହୁ ଦ୍ଵିତୀୟ ଓ ଆଭିପ୍ସା ଦାଶ ତୃତୀୟ, ‘ଗ’ ବିଭାଗରେ ଆୟୁଷି ପ୍ରଧାନ ପ୍ରଥମ, ପୂଜା ସାହୁ ଦ୍ବିତୀୟ ଓ ବେଦସ୍ମିନୀ ସିଂ ତୃତୀୟ, ‘ଘ’ ବିଭାଗରେ ସାଗରିକା ଶତପଥି ପ୍ରଥମ, ସିପ୍ରା ସାହୁ ଦ୍ବିତୀୟ ଓ ମାନସ ମହାପାତ୍ର ତୃତୀୟ ପୁରସ୍କାର ଲାଭ କରିଥିଲେ।

ନାକ୍ଟିଦେଉଳ ସ୍ନାତକ ମହାବିଦ୍ୟାଳୟର ଇତିହାସ ଅଧ୍ୟାପକ ଭଜ ମୋହନ ପ୍ରଧାନ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଵିତରଣ କରିଥିଲେ। ଶେଷରେ ଜିତେନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

ଗୀତା ଶ୍ଳୋକ ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ଵିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.