Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକ୍ଟିଦେଉଳ ସ୍ନାତକ ମହା ଵିଦ୍ୟାଳୟରେ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କରେ ପାଠଚକ୍ର
ଆଞ୍ଚଳିକ

ନାକ୍ଟିଦେଉଳ ସ୍ନାତକ ମହା ଵିଦ୍ୟାଳୟରେ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କରେ ପାଠଚକ୍ର

September 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ନାକ୍ଟିଦେଉଳ ବ୍ଲକ୍ ଅନ୍ତର୍ଗତ ନାକ୍ଟିଦେଉଳ ସ୍ନାତକ ମହାଵିଦ୍ୟାଳୟ ଆନୁକୁଲ୍ୟ ରେ ଜାତୀୟ ଶିକ୍ଷା ନୀତି ୨୦୨୨ ସମ୍ପର୍କରେ କର୍ମଶାଳା ଓ ଶିକ୍ଷକ ପର୍ବ ଆୟୋଜିତ ହୋଇଥିଲା। ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଅଧ୍ୟାପକ ଦେବେଶ୍ ଵିଶ୍ଵାଳ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ଵେଳେ ଶିକ୍ଷା ବିଭାଗର ଅଧ୍ୟାପକ ଶେଷଦେଵ ଵିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ। କଲେଜର ଛାତ୍ରୀ ସିପ୍ରା ସାହୁ, ପଙ୍କଜିନି ଵେହେରା, ରଵିବାରୀ ମେଣ୍ଡୁଳି ଓ କରିସ୍ମା ପ୍ରଧାନ ପ୍ରାରମ୍ଭିକ ସଙ୍ଗୀତ ପରିଵେଷଣ କରିଥିଲେ।

ମୁଖ୍ୟଅତିଥି ଭାଵରେ ନାକ୍ଟିଦେଉଳ କନିଷ୍ଠ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ ଉଦୟନାଥ ଗଡନାୟକ ଯୋଗଦେଇ କହିଥିଲେ ଯେ କେନ୍ଦ୍ର ଓ ରାଜ୍ୟ ମାନଙ୍କର ସହଯୋଗ ନହେଲେ ଜାତୀୟ ଶିକ୍ଷା ନୀତି ସଫଳ ହୋଇ ପାରିବ ନାହିଁ ଓ ପୁସ୍ତକ ରୁପକ ଛାତ୍ର ର ପ୍ରତ୍ୟେକ ପୃଷ୍ଠା ଯିଏ ପଢ଼ି ପାରିଛି ସିଏ ହିଁ ପ୍ରକୃତ ଗୁରୁ।

ମୁଖ୍ୟ ବକ୍ତା ଭାବରେ ଭୀମ ଭୋଇ ମହାଵିଦ୍ୟାଳୟ ରେଢାଖୋଲର ଓଡ଼ିଆ ବିଭାଗର ପ୍ରାଧ୍ୟାପକ ମନୋରଞନ ମହନ୍ତ ଯୋଗ ଦେଇ ମତ ଦେଇ ଥିଲେ ଯେ ବର୍ତ୍ତମାନର ପରିସ୍ଥିତି ପାଇଁ ପ୍ରଚଳିତ ଶିକ୍ଷା ଵ୍ୟଵସ୍ଥା ଦାୟୀ, ଗୁରୁ ହେଵାର ଯୋଗ୍ୟତା ହେଲା ଜୀବନର ପୂର୍ଣ୍ନତା ଅନୁଭଵ, ଶିକ୍ଷକ ସାଧକ ହେବା ଉଚିତ୍ ଓ ଶିକ୍ଷା ଯୁଗ୍ମ ତାଲିକାରେ ଥିବାରୁ ଜାତୀୟ ଶିକ୍ଷା ନୀତି କାର୍ଯ୍ୟକାରୀ ହେଵା କଷ୍ଟକର ହେଉଛି।

ସମ୍ମାନୀତ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼ ଦୀପେନ୍ କୁମାର ପଟ୍ଟନାୟକ ଶିକ୍ଷାର ଭୂମିକା ଓ ସମସ୍ୟା ଵିଷୟରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଅଧ୍ୟାପିକା ଆର୍ ପୁଷ୍ପାଞ୍ଜଳି, ଲିଟିନା ପ୍ରିୟଦର୍ଶିନୀ ଓ ଅଧ୍ୟାପକ ଵିନୋଦ ବିହାରୀ ପ୍ରଧାନ ସହଯୋଗ କରିଥିଲେ।

ଜାତୀୟ ଶିକ୍ଷା ନୀତି-୨୦୨୦ ପାଠଚକ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ପାର୍ବଣ ଋତୁରେ ସାବଧାନ!: ଏହା ଉପରେ ସମ୍ପୂର୍ଣ୍ଣ ନିଷିଦ୍ଧ ଘୋଷଣା କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ

October 2, 2026

ଗୋଦାବାରୀଶ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ନିଶା ମୁକ୍ତି ଅଭିଯାନ

October 2, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026

ୟୁପିଏସସିର ଶତବାର୍ଷିକୀ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

October 2, 2026

ରାଶିଫଳ: ଆଜି ଏହି ପାଞ୍ଚୋଟି ରାଶିର ଖୋଲିଲା ଭାଗ୍ୟ, ମିଳିବ ଅମାପ ଧନସଂପତ୍ତି

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.