ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୩
ବରଗଡ ଜିଲ୍ଲାରୁ- ୮
ଭଦ୍ରକ ଜିଲ୍ଲାରୁ- ୪
ବଲାଙ୍ଗୀରି ଜିଲ୍ଲାରୁ- ୧୧
କଟକ ଜିଲ୍ଲାରୁ- ୪୯
ଦେବଗଡ ଜିଲ୍ଲାରୁ- ୩
ଗଞ୍ଜାମ ଜିଲ୍ଲାରୁ- ୩
ଜଗତସିଂହପୁର ଜିଲ୍ଲାରୁ- ୫
ଯାଜପୁର ଜିଲ୍ଲାରୁ- ୯
ଝାରସୁଗୁଡା ଜିଲ୍ଲାରୁ- ୨
କଳାହାଣ୍ଡି ଜିଲ୍ଲାରୁ- ୫
କନ୍ଧମାଳ ଜିଲ୍ଲାରୁ- ୧
କେନ୍ଦ୍ରପଡା ଜିଲ୍ଲାରୁ- ୪
କେନ୍ଦୁଝର ଜିଲ୍ଲାରୁ- ୪
ଖୋର୍ଦ୍ଧା ଜିଲ୍ଲାରୁ- ୬୬
ମୟୂରଭଞ୍ଜ ଜିଲ୍ଲାରୁ- ୪
ନବରଙ୍ଗପୁର ଜିଲ୍ଲାରୁ- ୧୧
ନୟାଗଡ ଜିଲ୍ଲାରୁ- ୧୪
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୬
ରାୟଗଡା ଜିଲ୍ଲାରୁ- ୧
ସମ୍ବଲପୁର ଜିଲ୍ଲାରୁ- ୯
ସୋନପୁର ଜିଲ୍ଲାରୁ- ୪
ସୁନ୍ଦରଗଡ ଜିଲ୍ଲାରୁ- ୨୯
ଷ୍ଟେଟ ପୁଲରୁ- ୧୫
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୯ ହଜାର ୯୯୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ଏବଂ ବର୍ତ୍ତମାନ ୧୭୫୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।