Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଆଉ ଏକ ସୁଯୋଗ: ନାମ ଲେଖିନଥିଲେ ଆଜିଠୁ କରନ୍ତୁ ଆବେଦନ
ଆଜିର ଖବର

ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଆଉ ଏକ ସୁଯୋଗ: ନାମ ଲେଖିନଥିଲେ ଆଜିଠୁ କରନ୍ତୁ ଆବେଦନ

September 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଆଉ ଏକ ସୁଯୋଗ ରହିଛି। ଯେଉଁ ଛାତ୍ରଛାତ୍ରୀମାନେ କୌଣସି କାରଣବଶତଃ କଲେଜରେ ନାମ ଲେଖିପାରିନାହାନ୍ତି, ସେମାନଙ୍କ ପାଇଁ ଆଉଥରେ ସୁଯୋଗ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ଇ-ଆଡମିଶନରୁ ବଞ୍ଚିତ ଛାତ୍ରଛାତ୍ରୀ ଏବେ ଦ୍ବିତୀୟ ପର୍ଯ୍ୟାୟ ଇ-ଆଡମିଶନ ପାଇଁ ଆବେଦନ କରିପାରିବେ। ତେଣୁ ଆଜିଠୁ ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ପାଇଁ ଦ୍ବିତୀୟ ପର୍ଯ୍ୟାୟ ଇ ଆଡମିସନ ଆବଦେନ ପ୍ରକ୍ରିୟା ଆରମ୍ଭ ହୋଇଛି, ଯାହା ସେପ୍ଟେମ୍ବର ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ତେଣୁ ଏହି ଛାତ୍ରଛାତ୍ରୀମାନଙ୍କୁ ଅନଲାଇନ ମାଧ୍ୟମରେ ଆବେଦନ କରିବାକୁ ପଡିବ।

ଦ୍ବିତୀୟ ପର୍ଯ୍ୟାୟ ଯୁକ୍ତ ୨ ଛାତ୍ରଛାତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.