Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୯ ଆସନରେ ଜାରି ରହିଛି ଭୋଟ ଗ୍ରହଣ
ଆଜିର ଖବର

୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୯ ଆସନରେ ଜାରି ରହିଛି ଭୋଟ ଗ୍ରହଣ

May 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
last phase elecion continues
last phase elecion continues

ଲୋକସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟଗ୍ରହଣ ରବିବାର ସକାଳୁ ଆରମ୍ଭ ହୋଇଛି। ୭ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୯ ଆସନ ପାଇଁ ସକାଳ ସାଢ଼େ ୭ ଟାରୁ ମତଦାନ ଚାଲିଛ। ଚୂଡ଼ାନ୍ତ ପର୍ଯ୍ୟାୟରେ ମତଦାନ ହେଉଥିବା ବେଳେ ଏହା ମଧ୍ୟରେ ଉତ୍ତର ପ୍ରଦେଶ ଓ ପଞ୍ଜାବରେ ୧୩ଟି ଲେଖାଏଁ ଆସନ ଥିବାବେଳେ ପଶ୍ଚିମବଙ୍ଗର ୯ଟି, ବିହାର ଓ ମଧ୍ୟପ୍ରଦେଶର ୮ଟି , ହିମାଚଳ ପ୍ରଦେଶର ୪ଆସନ, ଝାଡ଼ଖଣ୍ଡର ୩ ଏବଂ ଚଣ୍ଡୀଗଡ଼ର ଗୋଟିଏ ଆସନ ରହିଛି। ପଶ୍ଚିମବଙ୍ଗର ୯ଟି ଲୋକସଭା ଆସନରେ ହିଂସାକାଣ୍ଡକୁ ଏଡାଇବା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜ୍ୟ ପୁଲିସ ସମେତ କେନ୍ଦ୍ରୀୟ ବାହିନୀର ୬୭୬ କମ୍ପାନୀ ଯବାନ ମୁତୟନ କରାଯାଇଛି। ଅନ୍ତିମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟାନ୍ୟ ହେଭିଓ୍ବେଟ୍‌ ନେତାଙ୍କ ଭାଗ୍ୟ ପରୀକ୍ଷା ହେଉଛି। ଅନ୍ୟ ହେଭିଓ୍ବେଟ୍‌ ନେତାଙ୍କ ମଧ୍ୟରେ ବିଜେପି ନେତା ରବିଶଙ୍କର ପ୍ରସାଦ, କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା, ଏବଂ ଅଭିନେତାରୁ ନେତା ବନିଥିବା ସନ୍ନି ଦେଓଲଙ୍କ ନିଷ୍ପତ୍ତି ଇଭିଏମ୍‌ ଜରିଆରେ ହେବ। ସେହିପରି ସକାଳ ୯ଟା ସୁଦ୍ଧା ଝାରଖଣ୍ଡରେ  ୧୩.୧୯ ପ୍ରତିଶତ, ବିହାରରେ ୧୦.୬୫  ପ୍ରତିଶତ, ମଧ୍ୟ ପ୍ରଦେଶରେ ୭.୧୬ ପ୍ରତିଶତ, ଉତ୍ତର ପ୍ରଦେଶରେ ୫.୯୭  ପ୍ରତିଶତ, ଚଣ୍ଡୀଗଡରେ ୧୦.୪୦ ପ୍ରତିଶତ, ପଶ୍ଚିମବଙ୍ଗରେ ୧୦.୫୪ ପ୍ରତିଶତ, ପଞ୍ଜାବରେ ୪.୬୪ ପ୍ରତିଶତ ଏବଂ ହିମାଚଳରେ ୦.୮୭ ପ୍ରତିଶତ ଭୋଟ ଗ୍ରହଣ ହୋଇଛି।

india lastphase thesamikhsya voting
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.