Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ଦୁଇ ଆତଙ୍କବାଦୀ
ଅପରାଧ

ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ଦୁଇ ଆତଙ୍କବାଦୀ

September 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜମ୍ମୁ କାଶ୍ମୀର
କାଶ୍ମୀରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଦୁଇ ଆତଙ୍କବାଦୀ ନିହତ

କୁପୱାରା: ଜମ୍ମୁ କାଶ୍ମୀରର କୁପୱାରା ଜିଲ୍ଲାର ମାଛିଲ ସେକ୍ଟରରେ ରବିବାର ଦିନ ଲାଇନ୍ ଅଫ୍ କଣ୍ଟ୍ରୋଲ୍ (LoC) ରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ପୋଲିସ ସୂତ୍ରରୁ ଏହା ଜଣାପଡିଛି। ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଉଛି ବୋଲି ପୋଲିସ କହୁଛି। କାଶ୍ମୀର ଜୋନ୍ ପୋଲିସ୍ ଟୁଇଟ୍ କରି କହିଛି ଯେ କୁପୱାରାର ମାଛିଲ୍ ଅଞ୍ଚଳରେ ଥିବା ଟେକରୀ ନାର ନିକଟରେ ସେନା ଓ କୁପୱାରା ପୋଲିସ ଦୁଇ ଆତଙ୍କବାଦୀଙ୍କ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ପୋଲିସ କହିଛି ଯେ, ନିହତ ଆତଙ୍କବାଦୀଙ୍କ ନିକଟରୁ “ଦୁଇଟି ଏକେ ୪୭ ରାଇଫଲ, ଦୁଇଟି ପିସ୍ତଲ ଏବଂ ଚାରି ଗ୍ରେନେଡ ଜବତ କରାଯାଇଛି।

ଦୁଇ ଆତଙ୍କବାଦୀ ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026
Latest News

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.