Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗ ଦେଲେ ପ୍ରଦୀପ କୁମାର ସାହୁ
ଆଞ୍ଚଳିକ

ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗ ଦେଲେ ପ୍ରଦୀପ କୁମାର ସାହୁ

September 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ ପ୍ରଦୀପ କୁମାର ସାହୁ ଆଜି କାର୍ଯ୍ୟରେ ଯୋଗଦେଇଛନ୍ତି। ଶ୍ରୀ ସାହୁ ଏହା ପୁର୍ବରୁ କଟକ ଜିଲ୍ଲା ନରସିଂହପୁର ବିଡ଼ିଓ ଭାବେ କାର୍ଯ୍ୟରତ ଥିଲେ। ଦୀର୍ଘ ଦୁଇ ବର୍ଷ ଧରି ନରସିଂହପୁର ବ୍ଲକ ଦାଇତ୍ୱ ତୁଲାଇଥିବା ସମୟରେ ସେଠାରେ ଏକାଧିକ ଉନ୍ନୟନ କାମ ସହ ସରକାରଙ୍କ ବିଭିନ୍ନ ଜନହିତକାରି ଯୋଜନା ଗୁଡିକର ସଫଳ ରୂପାୟନ କରିବାରେ ସଫଳ ହୋଇପାରିଥିଲେ ଶ୍ରୀ ସାହୁ।

ଆଜି ଅପରାହ୍ନରେ ଶ୍ରୀ ସାହୁ ତହସିଲ କାର୍ଯ୍ୟାଳୟ ପହଞ୍ଚି ବିଦାୟୀ ତହସିଲଦାର ସୁରେଶ ଚନ୍ଦ୍ର ପଣ୍ଡାଙ୍କ ଠାରୁ କାର୍ଯ୍ୟାଭାର ଗ୍ରହଣ କରିଥିଲେ। ଏହାପରେ ତହସିଲର ସମସ୍ତ କର୍ମଚାରୀମାନେ ନୂତନ ତହସିଲଦାରଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।

ଜନସାଧାରଣଙ୍କ ଅଭିଯୋଗକୁ ପ୍ରାଥମିକତା ଦେବା ସହ ୫-ଟିର କାର୍ଯ୍ୟକାରିତାକୁ ଗୁରୁତ୍ୱ ଦେବେ ବୋଲି ନୂତନ ତହସିଲଦାର ଶ୍ରୀ ସାହୁ ଗଣମାଧ୍ୟମକୁ କହିଛନ୍ତି।

ଚିଲିକା ତହସିଲ ନୂତନ ତହସିଲଦାର ପ୍ରଦୀପ କୁମାର ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

ବ୍ୟର୍ଥ ଗଲା ବୈଭବ ସୂର୍ଯ୍ୟବଂଶୀଙ୍କ ଇନିଂସ୍: ରାଜସ୍ଥାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଗୁଜୁରାଟ

May 29, 2026

ବିଳମ୍ବିତ ରାୟକୁ ନେଇ ସୁପ୍ରିମକୋର୍ଟଙ୍କ କଡା ଆଭିମୁଖ୍ୟ : ରାୟ ସଂରକ୍ଷିତର ସର୍ବାଧିକ ୩ ମାସ ମଧ୍ୟରେ ଫୈସଲା କରିବାକୁ ନିର୍ଦ୍ଦେଶ

May 29, 2026

ବାରଙ୍ଗରୁ ହଟିଲା ରାସ୍ତା ଅବରୋଧ

May 29, 2026

ଜିଏମୟୁ ଇତିହାସ ବିଭାଗ ପକ୍ଷରୁ ଭୀମ ମଣ୍ଡଳୀକୁ ଶିକ୍ଷାଗତ ଐତିହ୍ୟ ପରିଦର୍ଶନ

May 29, 2026

ଯୌତୁକ ନିର୍ଯାତନା ମାମଲାରେ କଡ଼ା ମନ୍ତବ୍ୟ ଦେଲେ ସୁପ୍ରିମକୋର୍ଟ

May 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.