Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପ୍ରଧାନମନ୍ତ୍ରୀଙ୍କ ଟୋକିଓ ଗସ୍ତ: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାରରେ କରିବେ ଅଂଶଗ୍ରହଣ
ଅନ୍ତରାଷ୍ଟ୍ରୀୟ

ପ୍ରଧାନମନ୍ତ୍ରୀଙ୍କ ଟୋକିଓ ଗସ୍ତ: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାରରେ କରିବେ ଅଂଶଗ୍ରହଣ

September 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତିରେ ଟୋକିଓ ଅଭିମୁଖେ ଯାତ୍ରା କରିବେ। ସେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାରରେ ଅଂଶଗ୍ରହଣ କରିବା ଲାଗି ଜାପାନ ଅଭିମୁଖେ ଯାଉଛନ୍ତି।

ପ୍ରଧାନମନ୍ତ୍ରୀ ଏକାଧିକ ଟୁଇଟ୍‌ କରି କହିଛନ୍ତି ଯେ;

‘‘ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ, ମୋର ପ୍ରିୟ ବନ୍ଧୁ ଏବଂ ଭାରତ-ଜାପାନ ବନ୍ଧୁତାର ଜଣେ ମହାନାୟକଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାରରେ ଅଂଶଗ୍ରହଣ କରିବା ଲାଗି ମୁଁ ଆଜି ରାତିରେ ଟୋକିଓ ଅଭିମୁଖେ ଯାତ୍ରା କରୁଛି।’’

‘‘ସବୁ ଭାରତୀୟଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ କିଶିଦା ଏବଂ ଶ୍ରୀମତୀ ଆବେଙ୍କୁ ମୁଁ ମୋର ହାର୍ଦ୍ଦିକ ସମବେଦନା ବ୍ୟକ୍ତ କରିବି। ଆବେ ସାନଙ୍କ ପରିକଳ୍ପନା ଅନୁରୂପ ଭାରତ-ଜାପାନ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଆମେ ପ୍ରୟାସ ଜାରି ରଖିବୁ।

ନରେନ୍ଦ୍ର ମୋଦୀ ଶିଞ୍ଜୋ ଆବେ
Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026
Latest News

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.