Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସ୍‌ଲାମିକ୍‌ ଷ୍ଟେଟ୍‌ ଆତଙ୍କବାଦୀଙ୍କ ହିଂସା : ତାଜିକସ୍ତାନ ଜେଲ୍‌ରେ ୩୨ କଏଦୀ ମୃତ
ଆଜିର ଖବର

ଇସ୍‌ଲାମିକ୍‌ ଷ୍ଟେଟ୍‌ ଆତଙ୍କବାଦୀଙ୍କ ହିଂସା : ତାଜିକସ୍ତାନ ଜେଲ୍‌ରେ ୩୨ କଏଦୀ ମୃତ

May 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
32 prisoners dead in tajikstan
32 prisoners dead in tajikstan

ଇସ୍‌ଲାମିକ୍‌ ଷ୍ଟେଟ୍‌ର ଆତଙ୍କବାଦୀମାନେ ଏକ ଜେଲ୍‌ରେ ବର୍ବର ହିଂସାକାଣ୍ଡ ଘଟାଇଛନ୍ତି। ରବିବାର ଆତଙ୍କୀ ମାନେ ଜେଲ୍‌ର ସୁରକ୍ଷା ବ୍ୟବସ୍ଥାକୁ ଭାଙ୍ଗି ୩୨ ଜଣଙ୍କୁ ହତ୍ୟା କରିଛନ୍ତି। ସୋମବାର ଆଇନ ବିଭାଗ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ ୩ ଜେଲ ସୁରକ୍ଷା କର୍ମୀଙ୍କ ପ୍ରାଣହାନି ଘଟିଥିବା ବେଳେ୨୯ ଜଣ କଏଦୀଙ୍କ ପ୍ରାଣହାନି ଘଟିଛି। ତାଜିକ୍‌ସ୍ତାନର ରାଷ୍ଟ୍ରପତି ବର୍ତ୍ତମାନ ଆଲୋଚନା ପାଇଁ ଋଷ ଗସ୍ତରେ ରହିଛନ୍ତି। ସୋମବାର ଋଷ ରାଷ୍ଟ୍ରପତି ଭ୍ଲାଡିମିର ପୁତିନଙ୍କୁ ସାକ୍ଷାତ କରିବେ ତାଜିକସ୍ତାନକ ରାଷ୍ଟ୍ରପତି ଏମୋମାଇଲ ରହମନ୍‌। ଭଖ୍‌ଦତରୁ ୧୦ କିମି ଦୂର ଡୁଷ୍ଣାବେ ସହରରେ ଏହି ଆକ୍ରମଣ ଘଟିଥିଲା।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଦ୍ୱାରା ଲିଖିତ ନିବନ୍ଧକୁ ସେୟାର କଲେ ପ୍ରଧାନମନ୍ତ୍ରୀ ମୋଦୀ

November 5, 2025

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ

November 5, 2025

ସ୍ୱତନ୍ତ୍ର ଅଭିଯାନ ଅଧୀନରେ କରାଯାଇଥିବା କାର୍ଯ୍ୟକଳାପ ସମୀକ୍ଷା କଲେ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ

November 5, 2025

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025
BJP Ads
Latest News

କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଦ୍ୱାରା ଲିଖିତ ନିବନ୍ଧକୁ ସେୟାର କଲେ ପ୍ରଧାନମନ୍ତ୍ରୀ ମୋଦୀ

November 5, 2025

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ

November 5, 2025

ସ୍ୱତନ୍ତ୍ର ଅଭିଯାନ ଅଧୀନରେ କରାଯାଇଥିବା କାର୍ଯ୍ୟକଳାପ ସମୀକ୍ଷା କଲେ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ

November 5, 2025

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025

ରାଜ୍ୟ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ କଲା ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.