Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ବାରା ଜାତୀୟ କ୍ରୀଡ଼ା ପୁରସ୍କାର 2022 ପାଇଁ ଆବେଦନ ତାରିଖ ବୃଦ୍ଧି
ଆଜିର ଖବର

ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ବାରା ଜାତୀୟ କ୍ରୀଡ଼ା ପୁରସ୍କାର 2022 ପାଇଁ ଆବେଦନ ତାରିଖ ବୃଦ୍ଧି

September 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ବର୍ଷ 2022 ପାଇଁ ଜାତୀୟ କ୍ରୀଡ଼ା ପୁରସ୍କାର – ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ପୁରସ୍କାର, ଅର୍ଜୁନ ପୁରସ୍କାର, ଦ୍ରୋଣାଚାର୍ଯ୍ୟ ପୁରସ୍କାର, ଧ୍ୟାନ ଚାନ୍ଦ ପୁରସ୍କାର, ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର (ଆରକେପିପି) ଏବଂ ମୌଲାନା ଅବଦୁଲ୍ କାଲାମ୍ ଆଜାଦ (ଏମଏକେଏ) ଟ୍ରଫିର ଆବେଦନ 27 ଅଗଷ୍ଟ 2022 ସୁଦ୍ଧା ଆମନ୍ତ୍ରିତ କରିଥିଲେ। ଏହାର ସୂଚନା ମନ୍ତ୍ରଣାଳର ୱେବସାଇଟ୍ www.yas.nic.in. ରେ ଅପଲୋଡ୍ କରାଯାଇଥିଲା।

ଆବେଦନ ଗ୍ରହଣ କରିବାର ଅନ୍ତିମ ତାରିଖ 27 ସେପ୍ଟେମ୍ବର 2022 ରୁ ବଢ଼ାଇ ଏବେ 1 ଅକ୍ଟୋବର 2022 (ଶନିବାର) କରାଯାଇଛି। ଯୋଗ୍ୟ କ୍ରୀଡ଼ାବିତ୍/ କୋଚ୍/ ସଂସ୍ଥା/ ବିଶ୍ବବିଦ୍ୟାଳୟ ମାନଙ୍କ ଠାରୁ ପୁରସ୍କାର ପାଇଁ ଆବେଦନ ଆମନ୍ତ୍ରଣ କରାଯାଉଛି। ସେମାନଙ୍କୁ ଅନୁରୋଧ କରାଯାଉଛି ଯେ ସେମାନେ ଏକ ସମର୍ପିତ ପୋର୍ଟାଲ୍‌ dbtyas-sports.gov.in. ରେ ନିଜେ ଅନଲାଇନ୍ ଆବେଦନ କରନ୍ତୁ। ଭାରତୀୟ ଅଲମ୍ପିକ୍ ସଂଘ/ ଭାରତୀୟ କ୍ରୀଡ଼ା ପ୍ରାଧୀକରଣ/ ମାନ୍ୟତାପ୍ରାପ୍ତ ରାଷ୍ଟ୍ରୀୟ କ୍ରୀଡ଼ା ସଂଘ/ କ୍ରୀଡ଼ା ପ୍ରସାର ବୋର୍ଡ଼/ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ମଧ୍ୟ ଏହି ବିଷୟରେ ସୂଚୀତ କରାଯାଇଛି। 1 ଅକ୍ଟୋବର, 2022 (ଶନିବାର) ପରେ ଗ୍ରହଣ କରାଯାଇଥିବା ନାମାଙ୍କନ ଉପରେ ବିଚାର କରାଯିବ ନାହିଁ।

କ୍ରୀଡ଼ା ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Latest News

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.