Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING NEWS: ଆସନ୍ତାକାଲିଠାରୁ ଦେଶରେ ଆରମ୍ଭ ହେବ 5ଜି ସେବା
ଆଜିର ଖବର

BREAKING NEWS: ଆସନ୍ତାକାଲିଠାରୁ ଦେଶରେ ଆରମ୍ଭ ହେବ 5ଜି ସେବା

September 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING NEWS: ଆସନ୍ତାକାଲି 5ଜି ସେବାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସନ୍ତାକାଲି ଭାରତରେ ଟେଲିକମ କ୍ଷେତ୍ରରେ ଏକ ନୂଆ ବିପ୍ଲବ ସୃଷ୍ଟି ହେବାକୁ ଯାଉଛି। ତାହା ହେଲା ଆସନ୍ତାକାଲି ଦେଶରେ ଶୁଭାରମ୍ଭ ହେବ ବହୁ ପ୍ରତୀକ୍ଷିତ 5ଜି ସେବା। ଏହି ସେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତୀ ମଇଦାନରେ ଆସନ୍ତାକାଲି ଦିନ 10ଟାରେ ଶୁଭାରମ୍ଭ କରିବେ।

ଆସନ୍ତାକାଲି ପ୍ରଗତୀ ମଇଦାନରେ ‘ଭାରତୀୟ ମୋବାଇଲ କଂଗ୍ରେସ’ର ଉଦଘାଟନ କରି ଏହି ସେବାର ଶୁଭାରମ୍ଭ ହେବ। ସେଥିପାଇଁ ଭାରତ ଟେଲିକମ ବିଭାଗ ତରଫରୁ ସମସ୍ତ ପ୍ରସ୍ତୁତି କରାଯିବା ସହିତ ଘରୋଇ କଂପାନୀକୁ ଅବଗତ କରାଯାଇଛି। ଏହି ମୋବାଇଲ କଂଗ୍ରେସ ଆସନ୍ତାକାଲିଠାରୁ ଚାରିଦିନ ଧରି ଚାଲିବ। ଏଥର ଥିମ ରହିଛି ନ୍ୟୁ ଡିଜିଟାଲ ୟୁନିଭର୍ସ। ଏହି ସମ୍ମିଳନୀରେ ଦେଶର ଖ୍ୟାତନାମ ଟେଲିକମ କଂପାନୀର ମୁଖ୍ୟମାନେ ଯୋଗଦେବେ।

 

5ଜି ସେବା ଓଡିଶାରେ 5ଜି ସେବା
Share. Facebook Twitter LinkedIn Email WhatsApp Copy Link

Related Posts

“ମନରେ ହାରିବା ଭୟ…”: ଜିମ୍ବାୱେ ଟି-୨୦ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କ ବଡ଼ ବିବୃତ୍ତି

July 23, 2026

ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧିନରେ ଓଡ଼ିଶାର ନୀଳ ଅର୍ଥନୀତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026
Latest News

“ମନରେ ହାରିବା ଭୟ…”: ଜିମ୍ବାୱେ ଟି-୨୦ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କ ବଡ଼ ବିବୃତ୍ତି

July 23, 2026

ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧିନରେ ଓଡ଼ିଶାର ନୀଳ ଅର୍ଥନୀତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.