Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଆଜି ୨ ହଜାର ୫୨୯ ଆକ୍ରାନ୍ତ ଚିହ୍ନଟ: କମୁଛି ସକ୍ରିୟ ରୋଗୀଙ୍କ ସଂଖ୍ୟା
ଆଜିର ଖବର

ଦେଶରେ ଆଜି ୨ ହଜାର ୫୨୯ ଆକ୍ରାନ୍ତ ଚିହ୍ନଟ: କମୁଛି ସକ୍ରିୟ ରୋଗୀଙ୍କ ସଂଖ୍ୟା

October 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୫୨୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ ୪ ହଜାର ୪୬୩ କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୩୨ ହଜାର ୨୮୨ କୁ ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି ଏହି ସୂଚନା ଦେଇଛି।

ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ଆହୁରି ୧୨ ଜଣଙ୍କ ମୃତ୍ୟୁ ପରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୭୪୫ କୁ ବୃଦ୍ଧି ପାଇଛି।

କରୋନା ଆକ୍ରାନ୍ତ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ମୋଟ ସଂକ୍ରମିତ ସକ୍ରିୟ ରୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.