ଭୁବନେଶ୍ବର: ଗତକାଲି ରାଜ୍ୟରେ ୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୦୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧୧
ବରଗଡ ଜିଲ୍ଲାରୁ- ୬
ଭଦ୍ରକ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୧୦
ଦେବଗଡ ଜିଲ୍ଲାରୁ- ୧
ଗଞ୍ଜାମ ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୨
ଯାଜପୁର ଜିଲ୍ଲାରୁ- ୧
କଳାହାଣ୍ଡି ଜିଲ୍ଲାରୁ- ୨
କନ୍ଧମାଳ ଜିଲ୍ଲାରୁ- ୨
କେନ୍ଦୁଝର ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୨୦
କୋରାପୁଟ ଜିଲ୍ଲାରୁ- ୧
ମୟୂରଭଞ୍ଜ ଜିଲ୍ଲାରୁ- ୩
ନବରଙ୍ଗପୁର ଜିଲ୍ଲାରୁ- ୩
ନୂଆପଡା ଜିଲ୍ଲାରୁ- ୬
ପୁରୀ ଜିଲ୍ଲାରୁ- ୬
ରାୟଗଡା ଜିଲ୍ଲାରୁ- ୧
ସମ୍ବଲପୁର ଜିଲ୍ଲାରୁ- ୩
ସୁନ୍ଦରଗଡ ଜିଲ୍ଲାରୁ- ୧୭
ଷ୍ଟେଟ ପୁଲରୁ- ୪
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୧୩୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୩୧୮ ଏବଂ ବର୍ତ୍ତମାନ ୫୮୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।