Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»“ଅଙ୍କୁର” ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ
ଆଞ୍ଚଳିକ

“ଅଙ୍କୁର” ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

October 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟର ଅଗ୍ରଣୀ ସାମାଜିକ ଅନୁଷ୍ଠାନ “ଅଙ୍କୁର” ତରଫରୁ ଗତ ୧୫ ଅକ୍ଟୋବର ସକାଳେ ଭୁବନେଶ୍ବରର ଏନ୍ ୧ ପ୍ରାଇମେରୀ ସ୍କୁଲ ପରିସରରେ ଦୈନନ୍ଦିନ ଜୀବନରେ ଉପଯୋଗୀ ଫଳ ଚାରା ସ୍କୁଲ ପିଲାଙ୍କ ଦ୍ବାରା ରୋପଣ କରାଯାଇଥିଲା। ପିଲାଙ୍କ ଭିତରେ ପରିବେଶ ଏବଂ ପ୍ରକୃତି ପ୍ରତି ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଗତ କୋଡ଼ିଏ ବର୍ଷ ଧରି ଏ ପ୍ରକାର କାର୍ଯ୍ୟକ୍ରମ ଅଙ୍କୁର ଆୟୋଜନ କରିଆସୁଛି। ସ୍କୁଲ ପିଲା, ଶିକ୍ଷକ ଓ ଅଭିଭାବକ ଙ୍କ ମିଳିତ ଉଦ୍ୟମରେ ଗଛ ଲଗାଇବା ଓ ତାର ଯତ୍ନ ନେବାକୁ ଅଙ୍କୁର ପ୍ରାଥମିକତା ଦେଇ ଆସୁଛି।

ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସ୍ଥାନୀୟ କର୍ପୋରେଟର ମାନସୀ ରାଣୀ ସୁନ୍ଦରରାୟ ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅତିଥି ଭାବରେ ଯୋଗଦାନ କରିଥିଲେ। ଅଙ୍କୁରର ସମ୍ପାଦକ ଚିନ୍ମୟୀ ପଣ୍ଡାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପିଲାମାନଙ୍କୁ ବୃକ୍ଷରୋପଣ ଓ ଏହାର ଆବଶ୍ୟକତା ଉପରେ ସମ୍ୟକ ଧାରଣା ଦିଆଯାଇଥିଲା। ଅଙ୍କୁର ଫାଉଣ୍ଡେସନର କର୍ମକର୍ତ୍ତା ଓ ବିଦ୍ୟାଳୟର ଶିକ୍ଷକମାନେ ଏଥିରେ ବିଶେଷ ସହଯୋଗ ଦେଇଥିଲେ।

ଅଙ୍କୁର ବୃକ୍ଷରୋପଣ କାର୍ଯ୍ୟକ୍ରମ ସାମାଜିକ ଅନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.