Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକଲି ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ: ଏହା କରିବା ପାଇଁ ଶୁଭେଚ୍ଛୁମାନଙ୍କୁ କଲେ ଅନୁରୋଧ
ଆଜିର ଖବର

ଆସନ୍ତାକଲି ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ: ଏହା କରିବା ପାଇଁ ଶୁଭେଚ୍ଛୁମାନଙ୍କୁ କଲେ ଅନୁରୋଧ

October 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଆସନ୍ତା କାଲି ଅକ୍ଟୋବର ୧୬ ତାରିଖରେ ରବିବାର ଦିନ ପଡୁଛି।

ତେବେ ମୁଖ୍ୟମନ୍ତ୍ରୀ ମେକ ଇନ ଓଡିଶା କାର୍ଯ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଚ୍ଛୁ ମାନଙ୍କୁ ଅନୁରୋଧ କରିଛନ୍ତି।

ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ନବୀନ ପଟ୍ଟନାୟକ ମେକ ଇନ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ନୀତିଶ କୁମାରଙ୍କ ଶେଷ କ୍ୟାବିନେଟ ବୈଠକ!: ଜାଣନ୍ତୁ କ’ଣ କହିଲେ ବିହାର ମୁଖ୍ୟମନ୍ତ୍ରୀ?

April 14, 2026

ବିଜେଡି-କଂଗ୍ରେସ ମେଣ୍ଟ ଚର୍ଚ୍ଚା: ପ୍ରତ୍ରିକ୍ରିୟା ପ୍ରକାଶ କଲେ ସମସ୍ତ ରାଜନୈତିକ ଦଳ

April 14, 2026

ଛାତ୍ରୀଙ୍କ ଅଭିଯୋଗ ପରେ ହଟିଲେ ଏଚ୍‌ଓଡି

April 14, 2026

ବୟସ ୪୦, କିନ୍ତୁ ଏବେ ବି କାହିଁକି ଅବିବାହିତା?: କାରଣ କହିଲେ ଶକ୍ତି ମୋହନ 

April 14, 2026
Latest News

ନୀତିଶ କୁମାରଙ୍କ ଶେଷ କ୍ୟାବିନେଟ ବୈଠକ!: ଜାଣନ୍ତୁ କ’ଣ କହିଲେ ବିହାର ମୁଖ୍ୟମନ୍ତ୍ରୀ?

April 14, 2026

ବିଜେଡି-କଂଗ୍ରେସ ମେଣ୍ଟ ଚର୍ଚ୍ଚା: ପ୍ରତ୍ରିକ୍ରିୟା ପ୍ରକାଶ କଲେ ସମସ୍ତ ରାଜନୈତିକ ଦଳ

April 14, 2026

ଛାତ୍ରୀଙ୍କ ଅଭିଯୋଗ ପରେ ହଟିଲେ ଏଚ୍‌ଓଡି

April 14, 2026

ବୟସ ୪୦, କିନ୍ତୁ ଏବେ ବି କାହିଁକି ଅବିବାହିତା?: କାରଣ କହିଲେ ଶକ୍ତି ମୋହନ 

April 14, 2026

ଆଜି ଦଶମ ଶ୍ରେଣୀ ଫଳାଫଳ ପ୍ରକାଶ କରିବ CBSE ବୋର୍ଡ?: ଏହି ସରଳ ଉପାୟରେ ଦେଖନ୍ତୁ ମାର୍କସିଟ୍

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.