Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଲାମୁଣ୍ଡା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଗୋଲାମୁଣ୍ଡା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

October 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି: ଆଜି ଗୋଲାମୁଣ୍ଡା ସ୍ତିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ ପଟେଲ, ପଞ୍ଚାୟତ ସମିତି ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ଭାର ପ୍ରାପ୍ତ ବିଡିଓ ଶ୍ରୀଧର ପଣ୍ଡାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୨୭୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୫୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ରେଡକ୍ରସ ଫଣ୍ଡରୁ ୨ ଜଣଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା

ଆରକ୍ଷୀ ଅଧିକ୍ଷକ ଜନଶୁଣାଣି ଶିବିର ଯୁଗ୍ମ ଅଧ୍ୟକ୍ଷତା
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026

ତେଲେଙ୍ଗାନାରେ ରାଜନୈତିକ ଉତ୍ତେଜନା!: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଜମି ଦୁର୍ନୀତି ଅଭିଯୋଗ

August 22, 2026

ମାତ୍ର ୪୮ ଘଣ୍ଟା ମଧ୍ୟରେ ରକେଟ ଭଳି ଉଠିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

August 22, 2026

ବିଷାକ୍ତ ସାପ କାମୁଡ଼ାରେ ଦୁଇ ଶ୍ରମିକଙ୍କ ମୃତ୍ୟୁ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.